Genesis 34:26 — Compare Translations
5 translations compared side by side
Odia - 1840
"ଦୀଣାର ଭାଇଶିମିଯୋନ ଓ ଲବେୀ, ଶିଖିମ ଓ ହ ମାରେକୁ ହତ୍ଯା କଲେ। ଏହାପରେ ସମାନେେ ଦୀଣାକୁ ଶିଖିମର ଘରୁ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ହମୋରକୁ ଓ ତାହାର ପୁତ୍ର ଶିଖିମକୁ ଖଡ଼୍ଗାଘାତରେ ବଧ କରି ଶିଖିମର ଗୃହରୁ ଦୀଣାକୁ ନେଇଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦୀଣାର ଭାଇ ଶିମିୟୋନ ଓ ଲେବୀ, ଶିଖିମ ଓ ହମୋରକୁ ହତ୍ୟା କଲେ। ଏହା ପରେ ସେମାନେ ଦୀଣାକୁ ଶିଖିମର ଘରୁ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହମୋରକୁ ଓ ତାହାର ପୁତ୍ର ଶିଖିମକୁ ଖଡ୍ଗାଘାତରେ ବଧ କରି ଶିଖିମର ଗୃହରୁ ଦୀଣାକୁ ନେଇଗଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ହମୋରକୁ ଓ ତାହାର ପୁତ୍ର ଶିଖିମକୁ ଖଡ୍ଗାଘାତରେ ବଧ କରି ଶିଖିମର ଗୃହରୁ ଦୀଣାକୁ ନେଇଗଲେ।