Genesis 34:27 — Compare Translations

5 translations compared side by side

Odia - 1840
"ଯାକୁବର ପୁତ୍ରମାନେ ସହେି ନଗରକୁ ଗଲେ, ଯେଉଁଠା ରେ ତାଙ୍କ ଭଉଣୀ କଳୁଷିତ ହାଇେଥିଲା, ଏବଂ ପ୍ରେତ୍ୟକକ ଦ୍ରବ୍ଯ ହରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାକୁବର ପୁତ୍ରମାନେ ହତ ଲୋକମାନଙ୍କ ନିକଟକୁ ଆସି ନଗର ଲୁଟ କଲେ, କାରଣ ସେମାନଙ୍କ ଭଉଣୀକି ସେହି ଲୋକମାନେ ଭ୍ରଷ୍ଟା କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବର ପୁତ୍ରମାନେ ସେହି ନଗରକୁ ଗଲେ, ଯେଉଁଠାରେ ତାଙ୍କ ଭଉଣୀ କଳୁଷିତା ହୋଇଥିଲା, ଏବଂ ପ୍ରତ୍ୟେକ ଦ୍ରବ୍ୟ ହରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାକୁବର ପୁତ୍ରମାନେ ହତ ଲୋକମାନଙ୍କ ନିକଟକୁ ଆସି ନଗର ଲୁଟ କଲେ, କାରଣ ସେମାନଙ୍କ ଭଉଣୀକୁ ସେହି ଲୋକମାନେ ଭ୍ରଷ୍ଟା କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯାକୁବର ପୁତ୍ରମାନେ ହତ ଲୋକମାନଙ୍କ ନିକଟକୁ ଆସି ନଗର ଲୁଟ କଲେ, କାରଣ ସେମାନଙ୍କ ଭଉଣୀକି ସେହି ଲୋକମାନେ ଭ୍ରଷ୍ଟା କରିଥିଲେ।