Genesis 34:28 — Compare Translations

5 translations compared side by side

Odia - 1840
"ସେଥିପାଇଁ ତା'ର ଭାଇମାନେ ସହେି ସହରରୁ ଓ କ୍ଷେତ୍ରରୁ ସମସ୍ତ ପଶୁପଲ, ମଷେ, ଛଳେି ଏବଂ ଗଧ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନଙ୍କ ମେଷ ଓ ଗୋରୁ ଓ ଗଧସବୁ, ଆଉ ନଗରସ୍ଥ ଓ କ୍ଷେତ୍ରସ୍ଥ ସମସ୍ତ ଦ୍ରବ୍ୟ ହରଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ତା’ର ଭାଇମାନେ ସେହି ସହରରୁ ଓ କ୍ଷେତ୍ରରୁ ସମସ୍ତ ପଶୁପଲ, ମେଷ, ଛେଳି ଏବଂ ଗଧ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କ ମେଷ ଓ ଗୋରୁ ଓ ଗଧସବୁ, ଆଉ ନଗରସ୍ଥ ଓ କ୍ଷେତ୍ରସ୍ଥ ସମସ୍ତ ଦ୍ରବ୍ୟ ହରଣ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କ ମେଷ ଓ ଗୋରୁ ଓ ଗଧସବୁ, ଆଉ ନଗରସ୍ଥ ଓ କ୍ଷେତ୍ରସ୍ଥ ସମସ୍ତ ଦ୍ରବ୍ୟ ହରଣ କଲେ।