Genesis 34:29 — Compare Translations

5 translations compared side by side

Odia - 1840
"ସହେି ଲୋକମାନଙ୍କର ଯାହା ସବୁ ଥିଲା ସମସ୍ତ ଏମାନେ ନଇେ ଆସିଲେ। ତା'ର ଭାଇମାନେ ଏପରିକି ତାଙ୍କର ସ୍ତ୍ରୀ ଓ ପିଲାମାନଙ୍କୁ ବନ୍ଦୀକରି ନଇେ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନଙ୍କ ଶିଶୁ ଓ ଭାର୍ଯ୍ୟାମାନଙ୍କୁ ବନ୍ଦୀ କରି ସମସ୍ତ ଧନ ଓ ଗୃହର ସର୍ବସ୍ଵ ଲୁଟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନଙ୍କର ଯାହାସବୁ ଥିଲା ସମସ୍ତ ଏମାନେ ନେଇ ଆସିଲେ। ତା’ର ଭାଇମାନେ ଏପରିକି ତାଙ୍କର ସ୍ତ୍ରୀ ଓ ପିଲାମାନଙ୍କୁ ବନ୍ଦୀକରି ନେଇ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନଙ୍କ ଶିଶୁ ଓ ଭାର୍ଯ୍ୟାମାନଙ୍କୁ ବନ୍ଦୀ କରି ସମସ୍ତ ଧନ ଓ ଗୃହର ସର୍ବସ୍ୱ ଲୁଟ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନଙ୍କ ଶିଶୁ ଓ ଭାର୍ଯ୍ୟାମାନଙ୍କୁ ବନ୍ଦୀ କରି ସମସ୍ତ ଧନ ଓ ଗୃହର ସର୍ବସ୍ୱ ଲୁଟ କଲେ।