Genesis 34:3 — Compare Translations

5 translations compared side by side

Odia - 1840
"ଏହାପରେ ଶିଖିମ ଦୀଣାର ପ୍ ରମେ ରେ ପଡ଼ିଗଲା ଓ ତାକୁ ବିବାହ ହବୋକୁ ଚାହିଁଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯାକୁବର ସେହି କନ୍ୟା ଦୀଣାଠାରେ ତାହାର ମନ ଅନୁରକ୍ତ ହେବାରୁ ସେ ସେହି ଯୁବତୀକି ପ୍ରେମ କରି ତାକୁ ପ୍ରୀତିଜନକ ବାକ୍ୟ କହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଶିଖିମ ଦୀଣାର ପ୍ରେମରେ ପଡ଼ିଗଲା ଓ ତାକୁ ବିବାହ ହେବାକୁ ଗ୍ଭହିଁଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯାକୁବର ସେହି କନ୍ୟା ଦୀଣାଠାରେ ତାହାର ମନ ଅନୁରକ୍ତ ହେବାରୁ ସେ ସେହି ଯୁବତୀକି ପ୍ରେମ କରି ତାକୁ ପ୍ରୀତିଜନକ ବାକ୍ୟ କହିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଯାକୁବର ସେହି କନ୍ୟା ଦୀଣାଠାରେ ତାହାର ମନ ଅନୁରକ୍ତ ହେବାରୁ ସେ ସେହି ଯୁବତୀକି ପ୍ରେମ କରି ତାକୁ ପ୍ରୀତିଜନକ ବାକ୍ୟ କହିଲା।