Genesis 34:30 — Compare Translations

5 translations compared side by side

Odia - 1840
"କିନ୍ତୁ ଯାକୁବଶିମିଯୋନ ଓ ଲବେୀକୁ କହିଲେ, ତୁମ୍ଭମାନେେ ମାେତେ ବହୁ ଅସୁବିଧା ରେ ପକାଇଲଣି। ଏଠାକାର ସମସ୍ତ ଲୋକେ ମାେତେ ଘୃଣା କରିବେ। ସମସ୍ତ କିଣାନୀଯ ସମସ୍ତ ପିରିଜୀଯ ସମସ୍ତ ଲୋକେ ମାରେ ବିରଦ୍ଧାଚରଣ କରିବେ। ଆମ୍ଭମାନଙ୍କର ବହୁତ କମ୍ ଲୋକ। ଯଦି ଏହି ସ୍ଥାନର ଲୋକମାନେ ଆମ୍ଭ ସହ ୟୁଦ୍ଧ କରିବା ପାଇଁ ଏକତ୍ରିତ ହବେେ। ତବେେ ଆମ୍ଭେ ଧ୍ବଂସ ପାଇୟିବା। ଏବଂ ଆମ୍ଭର ସମସ୍ତ ଲୋକେ ମାେ ସହିତ ଶଷେ ହାଇଯେିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯାକୁବ ଶିମୀୟୋନ୍ ଓ ଲେବୀକି କହିଲା, ତୁମ୍ଭେମାନେ ଏ ଦେଶରେ, ଅର୍ଥାତ୍, କିଣାନୀୟ ଓ ପିରିଜୀୟ ଲୋକମାନଙ୍କ ନିକଟରେ ମୋତେ ଦୁର୍ଗନ୍ଧ ସ୍ଵରୂପ କରି ବ୍ୟାକୁଳ କଲ; ମୋହର ଲୋକ ଅଳ୍ପ, ଏଣୁକରି ସେମାନେ ମୋʼ ବିରୁଦ୍ଧରେ ଏକତ୍ର ହୋଇ ମୋତେ ବଧ କରିବେ; ତହିଁରେ ସପରିବାରରେ ବିନଷ୍ଟ ହେବି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯାକୁବ, ଶିମିୟୋନ ଓ ଲେବୀକୁ କହିଲେ, “ତୁମ୍ଭେମାନେ ମୋତେ ବହୁ ଅସୁବିଧାରେ ପକାଇଲଣି। ଏଠାକାର ସମସ୍ତ ଲୋକେ ମୋତେ ଘୃଣା କରିବେ। ସମସ୍ତ କିଣାନୀୟ ସମସ୍ତ ପିରିଜୀୟ ସମସ୍ତ ଲୋକେ ମୋର ବିରୁଦ୍ଧାଚରଣ କରିବେ। ଆମ୍ଭମାନଙ୍କର ବହୁତ କମ୍ ଲୋକ। ଯଦି ଏହି ସ୍ଥାନର ଲୋକମାନେ ଆମ୍ଭ ସହ ଯୁଦ୍ଧ କରିବା ପାଇଁ ଏକତ୍ରିତ ହେବେ, ତେବେ ଆମ୍ଭେ ଧ୍ୱଂସ ପାଇଯିବା। ଏବଂ ଆମ୍ଭର ସମସ୍ତ ଲୋକ ମୋ’ ସହିତ ଶେଷ ହୋଇଯିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯାକୁବ ଶିମୀୟୋନ ଓ ଲେବୀକୁ କହିଲା, “ତୁମ୍ଭେମାନେ ଏ ଦେଶରେ, ଅର୍ଥାତ୍‍, କିଣାନୀୟ ଓ ପରିଷୀୟ ଲୋକମାନଙ୍କ ନିକଟରେ ମୋତେ ଦୁର୍ଗନ୍ଧ ସ୍ୱରୂପ କରି ବ୍ୟାକୁଳ କଲ; ମୋହର ଲୋକ ଅଳ୍ପ, ଏଥିପାଇଁ ସେମାନେ ମୋʼ ବିରୁଦ୍ଧରେ ଏକତ୍ର ହୋଇ ମୋତେ ବଧ କରିବେ; ତହିଁରେ ସପରିବାରରେ ବିନଷ୍ଟ ହେବି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯାକୁବ ଶିମୀୟୋନ ଓ ଲେବୀକୁ କହିଲା, “ତୁମ୍ଭେମାନେ ଏ ଦେଶରେ, ଅର୍ଥାତ୍‍, କିଣାନୀୟ ଓ ପରିଷୀୟ ଲୋକମାନଙ୍କ ନିକଟରେ ମୋତେ ଦୁର୍ଗନ୍ଧ ସ୍ୱରୂପ କରି ବ୍ୟାକୁଳ କଲ; ମୋହର ଲୋକ ଅଳ୍ପ, ଏଥିପାଇଁ ସେମାନେ ମୋ’ ବିରୁଦ୍ଧରେ ଏକତ୍ର ହୋଇ ମୋତେ ବଧ କରିବେ; ତହିଁରେ ସପରିବାରରେ ବିନଷ୍ଟ ହେବି।”