Genesis 34:31 — Compare Translations

5 translations compared side by side

Odia - 1840
"କିନ୍ତୁ ଭାଇମାନେ କହିଲେ, ସହେି ଲୋକମାନେ ଆମ ଭଉଣୀ ପ୍ରତି ଏକ ବେଶ୍ଯା ଭଳି ବ୍ଯବହାର କରି ଠିକ୍ କରି ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଉତ୍ତର କଲେ, ବେଶ୍ୟା ପରି ଆମ୍ଭମାନଙ୍କ ଭଉଣୀ ସଙ୍ଗେ ବ୍ୟବହାର କରିବା କି ତାହାର କର୍ତ୍ତବ୍ୟ?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଭାଇମାନେ କହିଲେ, “ସେହି ଲୋକମାନେ ଆମ ଭଉଣୀ ପ୍ରତି ଏକ ବେଶ୍ୟା ଭଳି ବ୍ୟବହାର କରି ଠିକ୍ କରି ନାହାନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଉତ୍ତର କଲେ, “ବେଶ୍ୟା ପରି ଆମ୍ଭମାନଙ୍କ ଭଉଣୀ ସଙ୍ଗେ ବ୍ୟବହାର କରିବା କି ତାହାର କର୍ତ୍ତବ୍ୟ?”
Odia IRV 2017 (ଓଡିଆ ବାଇବେଲ)
ସେମାନେ ଉତ୍ତର କଲେ, “ବେଶ୍ୟା ପରି ଆମ୍ଭମାନଙ୍କ ଭଉଣୀ ସଙ୍ଗେ ବ୍ୟବହାର କରିବା କି ତାହାର କର୍ତ୍ତବ୍ୟ?”