Genesis 34:5 — Compare Translations
5 translations compared side by side
Odia - 1840
"ଯାକୁବ ଜାଣିବାକୁ ପାଇଲା ଯେ, ସହେି ୟୁବକ ଦୀଣା ଉପରେ ଅପମାନ ଆଣିଛି। କିନ୍ତୁ ଯାକୁବର ସମସ୍ତ ପୁଅମାନେ କ୍ଷେତ୍ର ରେ ପଶୁପଲଙ୍କ ସହିତ ଥିଲେ। ସେ କିଛି କଲା ନାହିଁ, ତା'ର ପୁତ୍ରମାନେ ଫରେିବା ପର୍ୟ୍ଯନ୍ତ ଅପେକ୍ଷା କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଯାକୁବ ଆପଣାର କନ୍ୟା ଦୀଣାକୁ ଶିଖିମ ଭ୍ରଷ୍ଟା କରିଥିବାର କଥା ଶୁଣିଲା; ସେହି ସମୟରେ ତାହାର ପୁତ୍ରମାନେ କ୍ଷେତ୍ରରେ ପଶୁପଲ ସଙ୍ଗରେ ଥିବାରୁ ଯାକୁବ ସେମାନଙ୍କ ଆସିବା ଯାଏ ତୁନି ହୋଇ ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ଜାଣିବାକୁ ପାଇଲେ ଯେ, ସେହି ଯୁବକ ଦୀଣା ଉପରେ ଅପମାନ ଆଣିଛି। କିନ୍ତୁ ଯାକୁବର ସମସ୍ତ ପୁଅମାନେ କ୍ଷେତ୍ରରେ ପଶୁପଲଙ୍କ ସହିତ ଥିଲେ। ସେ କିଛି କଲେ ନାହିଁ, ତାଙ୍କର ପୁତ୍ରମାନେ ଫେରିବା ପର୍ଯ୍ୟନ୍ତ ଅପେକ୍ଷା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯାକୁବ ଆପଣାର କନ୍ୟା ଦୀଣାକୁ ଶିଖିମ ଭ୍ରଷ୍ଟା କରିଥିବାର କଥା ଶୁଣିଲା; ସେହି ସମୟରେ ତାହାର ପୁତ୍ରମାନେ କ୍ଷେତ୍ରରେ ପଶୁପଲ ସଙ୍ଗରେ ଥିବାରୁ ଯାକୁବ ସେମାନଙ୍କ ଆସିବା ପର୍ଯ୍ୟନ୍ତ ତୁନି ହୋଇ ରହିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯାକୁବ ଆପଣାର କନ୍ୟା ଦୀଣାକୁ ଶିଖିମ ଭ୍ରଷ୍ଟା କରିଥିବାର କଥା ଶୁଣିଲା; ସେହି ସମୟରେ ତାହାର ପୁତ୍ରମାନେ କ୍ଷେତ୍ରରେ ପଶୁପଲ ସଙ୍ଗରେ ଥିବାରୁ ଯାକୁବ ସେମାନଙ୍କ ଆସିବା ପର୍ଯ୍ୟନ୍ତ ତୁନି ହୋଇ ରହିଲା।