Genesis 34:6 — Compare Translations

5 translations compared side by side

Odia - 1840
"ସହେି ସମୟରେ, ଶିଖିମର ପିତା ହ ମାରେ ଯାକୁବ ସହିତ କଥା ହବୋକୁ ବାହାରି ଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିମଧ୍ୟରେ ଶିଖିମର ପିତା ହମୋର ଯାକୁବ ସହିତ କଥାବାର୍ତ୍ତା କରିବାକୁ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ, ଶିଖିମର ପିତା ହମୋର ଯାକୁବ ସହିତ କଥା ହେବାକୁ ବାହାରି ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ଶିଖିମର ପିତା ହମୋର ଯାକୁବ ସହିତ କଥାବାର୍ତ୍ତା କରିବାକୁ ଗଲା।
Odia IRV 2017 (ଓଡିଆ ବାଇବେଲ)
ଏଥିମଧ୍ୟରେ ଶିଖିମର ପିତା ହମୋର ଯାକୁବ ସହିତ କଥାବାର୍ତ୍ତା କରିବାକୁ ଗଲା।