Genesis 34:7 — Compare Translations
5 translations compared side by side
Odia - 1840
"ଯେତବେେଳେ ସମାନେେ କ୍ଷତରେୁ ଫରେିଲେ, ତା'ର ସମସ୍ତ ଭାଇମାନେ ଏହି କଥା ଶୁଣିଲେ, ସମାନେେ ଭୟଙ୍କର ଭାବରେ ରାଗିଗଲେ କାରଣ ଶିଖିମ ଇଶ୍ରାୟେଲ ରେ ଏପରି ଅପମାନଜନକ କାର୍ୟ୍ଯ କଲେ। ସେ ଯାକୁବର କନ୍ଯାକୁ ଧର୍ଷଣ କରିବା ଉଚିତ୍ ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯାକୁବର ପୁତ୍ରମାନେ ସେହି ସମ୍ଵାଦ ପାଇ କ୍ଷେତ୍ରରୁ ଆସିଥିଲେ; ପୁଣି ଶିଖିମ ଯାକୁବର କନ୍ୟା ସହିତ ଶୟନ କରି ଇସ୍ରାଏଲ ବିରୁଦ୍ଧରେ ଯେଉଁ ଅକର୍ତ୍ତବ୍ୟ ମୂଢ଼ କର୍ମ କରିଥିଲା, ତହିଁ ସକାଶେ ସେମାନେ ମନସ୍ତାପିତ ଓ ଅତି କ୍ରୋଧାନ୍ଵିତ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସେମାନେ କ୍ଷେତରୁ ଫେରିଲେ, ତା’ର ସମସ୍ତ ଭାଇମାନେ ଏହି କଥା ଶୁଣିଲେ, ସେମାନେ ଭୟଙ୍କର ଭାବରେ ରାଗିଗଲେ କାରଣ ଶିଖିମ ଇସ୍ରାଏଲରେ ଏପରି ଅପମାନଜନକ କାର୍ଯ୍ୟ କଲା। ସେ ଯାକୁବର କନ୍ୟାକୁ ଧର୍ଷଣ କରିବା ଉଚିତ୍ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯାକୁବର ପୁତ୍ରମାନେ ସେହି ସମ୍ବାଦ ପାଇ କ୍ଷେତ୍ରରୁ ଆସିଥିଲେ; ପୁଣି, ଶିଖିମ ଯାକୁବର କନ୍ୟା ସହିତ ଶୟନ କରି ଇସ୍ରାଏଲ ବିରୁଦ୍ଧରେ ଯେଉଁ ଅକର୍ତ୍ତବ୍ୟ ମୂଢ଼ କର୍ମ କରିଥିଲା, ତହିଁ ସକାଶେ ସେମାନେ ମନସ୍ତାପିତ ଓ ଅତି କ୍ରୋଧାନ୍ୱିତ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯାକୁବର ପୁତ୍ରମାନେ ସେହି ସମ୍ବାଦ ପାଇ କ୍ଷେତ୍ରରୁ ଆସିଥିଲେ; ପୁଣି, ଶିଖିମ ଯାକୁବର କନ୍ୟା ସହିତ ଶୟନ କରି ଇସ୍ରାଏଲ ବିରୁଦ୍ଧରେ ଯେଉଁ ଅକର୍ତ୍ତବ୍ୟ ମୂଢ଼ କର୍ମ କରିଥିଲା, ତହିଁ ସକାଶେ ସେମାନେ ମନସ୍ତାପିତ ଓ ଅତି କ୍ରୋଧାନ୍ୱିତ ଥିଲେ।