Genesis 34:8 — Compare Translations
5 translations compared side by side
Odia - 1840
"କିନ୍ତୁ ହମାରେ ଭାଇମାନଙ୍କୁ କହିଲେ, ମାରେ ପୁତ୍ର ଶିଖିମ ଦୀଣାକୁ ବିଭା ହବୋକୁ ଚା ହେଁ। ଦୟାକରି ତାଙ୍କୁ ତାହା ସହିତ ବିବାହ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ହମୋର ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରି କହିଲା, ତୁମ୍ଭମାନଙ୍କର ଏହି କନ୍ୟାଠାରେ ମୋʼ ପୁତ୍ର ଶିଖିମର ମନ ଆସକ୍ତ ହୋଇଅଛି; ମୁଁ ନିବେଦନ କରୁଅଛି, ମୋʼ ପୁତ୍ର ସଙ୍ଗେ ତାହାକୁ ବିବାହ କରିଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ହମୋର ଭାଇମାନଙ୍କୁ କହିଲେ, “ମୋର ପୁତ୍ର ଶିଖିମ ଦୀଣାକୁ ବିବାହ ହେବାକୁ ଗ୍ଭହେଁ। ଦୟାକରି ତାକୁ ତାହା ସହିତ ବିବାହ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ହମୋର ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରି କହିଲା, “ତୁମ୍ଭମାନଙ୍କର ଏହି କନ୍ୟାଠାରେ ମୋʼ ପୁତ୍ର ଶିଖିମର ମନ ଆସକ୍ତ ହୋଇଅଛି; ମୁଁ ନିବେଦନ କରୁଅଛି, ମୋʼ ପୁତ୍ର ସଙ୍ଗେ ତାହାକୁ ବିବାହ କରିଦିଅ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ହମୋର ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରି କହିଲା, “ତୁମ୍ଭମାନଙ୍କର ଏହି କନ୍ୟାଠାରେ ମୋ’ ପୁତ୍ର ଶିଖିମର ମନ ଆସକ୍ତ ହୋଇଅଛି; ମୁଁ ନିବେଦନ କରୁଅଛି, ମୋ’ ପୁତ୍ର ସଙ୍ଗେ ତାହାକୁ ବିବାହ କରିଦିଅ।