Genesis 35:1 — Compare Translations

5 translations compared side by side

Odia - 1840
"ପରମେଶ୍ବର ଯାକୁବକୁ କହିଲେ, ବୈଥଲକେୁ ୟାଅ, ସଠାେରେ ବାସକର ଏବଂ ସଠାେରେ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ବଳି ଉତ୍ସର୍ଗ କରିବା ପାଇଁ ଏକ ୟଜ୍ଞବଦେୀ ସ୍ଥାପନ କର। ୟିଏ ତୁମ୍ଭ ଭାଇ ଏଷୌଠାରୁ ତୁମ୍ଭର ପଳାଯନ ବେଳେ ଆର୍ବିଭାବ ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ପରମେଶ୍ଵର ଯାକୁବଙ୍କୁ କହିଲେ, ତୁମ୍ଭେ ଉଠି ବୈଥେଲକୁ ଯାଇ ସେଠାରେ ବାସ କର; ପୁଣି ତୁମ୍ଭ ଭ୍ରାତା ଏଷୌ ସମ୍ମୁଖରୁ ପଳାଇବା ସମୟରେ ଯେଉଁ ପରମେଶ୍ଵର ଦର୍ଶନ ଦେଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ବୈଥେ‌ଲ୍‌ରେ ପରମେଶ୍ୱର ଯାକୁବଙ୍କୁ କହିଲେ, “ବୈଥେ‌ଲ୍‌କୁ ଯାଅ, ସେଠାରେ ବାସ କର ଏବଂ ସେଠାରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରିବା ପାଇଁ ଏକ ଯଜ୍ଞବେଦି ସ୍ଥାପନ କର। ଯିଏ ତୁମ୍ଭ ଭାଇ ଏଷୌଠାରୁ ତୁମ୍ଭର ପଳାୟନ ବେଳେ ଆବିର୍ଭାବ ହୋଇଥିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପରମେଶ୍ୱର ଯାକୁବଙ୍କୁ କହିଲେ, “ତୁମ୍ଭେ ଉଠି ବେଥେଲ୍‍କୁ ଯାଇ ସେଠାରେ ବାସ କର; ପୁଣି, ତୁମ୍ଭ ଭ୍ରାତା ଏଷୌ ସମ୍ମୁଖରୁ ପଳାଇବା ସମୟରେ ଯେଉଁ ପରମେଶ୍ୱର ଦର୍ଶନ ଦେଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କର।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପରମେଶ୍ୱର ଯାକୁବଙ୍କୁ କହିଲେ, “ତୁମ୍ଭେ ଉଠି ବେଥେଲ୍‍କୁ ଯାଇ ସେଠାରେ ବାସ କର; ପୁଣି, ତୁମ୍ଭ ଭ୍ରାତା ଏଷୌ ସମ୍ମୁଖରୁ ପଳାଇବା ସମୟରେ ଯେଉଁ ପରମେଶ୍ୱର ଦର୍ଶନ ଦେଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କର।”