Genesis 35:10 — Compare Translations
5 translations compared side by side
Odia - 1840
"ପରମେଶ୍ବର ଯାକୁବଙ୍କୁ କହିଲେ, ତୁମ୍ଭର ନାମ ଯାକୁବ କିନ୍ତୁ ଆମ୍ଭେ ସହେି ନାମକୁ ପରିବର୍ତ୍ତନ କରିବା। ତୁମ୍ଭକୁ ଯାକୁବ ଡ଼କା ୟିବ ନାହିଁ। ତୁମ୍ଭର ନୂତନ ନାମ ଇଶ୍ରାୟେଲ ହବେ। ଆଉ ସେ ତାଙ୍କର ନାମ ଇଶ୍ରାୟେଲ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପରମେଶ୍ଵର ତାଙ୍କୁ କହିଲେ, ତୁମ୍ଭର ନାମ ଯାକୁବ; ମାତ୍ର ତୁମ୍ଭର ନାମ ଆଉ ଯାକୁବ ହେବ ନାହିଁ, ତୁମ୍ଭର ନାମ ଇସ୍ରାଏଲ ହେବ; ଆଉ ସେ ତାଙ୍କର ନାମ ଇସ୍ରାଏଲ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଯାକୁବଙ୍କୁ କହିଲେ, “ତୁମ୍ଭର ନାମ ଯାକୁବ କିନ୍ତୁ ଆମ୍ଭେ ସେହି ନାମକୁ ପରିବର୍ତ୍ତନ କରିବା। ତୁମ୍ଭକୁ ଯାକୁବ ଡକା ଯିବ ନାହିଁ। ତୁମ୍ଭର ନୂତନ ନାମ ଇସ୍ରାଏଲ ହେବ।” ଆଉ ସେ ତାଙ୍କର ନାମ ଇସ୍ରାଏଲ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭର ନାମ ଯାକୁବ; ମାତ୍ର ତୁମ୍ଭର ନାମ ଆଉ ଯାକୁବ ହେବ ନାହିଁ, ତୁମ୍ଭର ନାମ ଇସ୍ରାଏଲ ହେବ;” ଆଉ ସେ ତାଙ୍କର ନାମ ଇସ୍ରାଏଲ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭର ନାମ ଯାକୁବ; ମାତ୍ର ତୁମ୍ଭର ନାମ ଆଉ ଯାକୁବ ହେବ ନାହିଁ, ତୁମ୍ଭର ନାମ ଇସ୍ରାଏଲ ହେବ; ଆଉ ସେ ତାଙ୍କର ନାମ ଇସ୍ରାଏଲ ରଖିଲେ।”