Genesis 35:11 — Compare Translations
5 translations compared side by side
Odia - 1840
"ପରମେଶ୍ବର ତାଙ୍କୁ କହିଲେ, ଆମ୍ଭେ ସର୍ବଶକ୍ତିମାନ ପରମେଶ୍ବର, ତୁମ୍ଭର ପରିବାର ବହୁତ ବଡ଼ ହବେ। ତୁମ୍ଭର ପରିବାରରୁ ଅନକେ ଜାତିଗଣ ହବେ। ରାଜାମାନେ ତୁମ୍ଭ ଶରୀରରୁ ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ତାଙ୍କୁ ଆହୁରି କହିଲେ, ଆମ୍ଭେ ସର୍ବଶକ୍ତିମାନ ପରମେଶ୍ଵର; ତୁମ୍ଭେ ପ୍ରଜାବ; ଓ ବହୁବଂଶ ହୁଅ; ତୁମ୍ଭଠାରୁ ଏକ ଗୋଷ୍ଠୀ, ବରଂ ଗୋଷ୍ଠୀ ସମାଜ ଉତ୍ପନ୍ନ ହେବ, ପୁଣି ତୁମ୍ଭ କଟିଦେଶରୁ ରାଜଗଣ ଜାତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାଙ୍କୁ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର, ତୁମ୍ଭର ପରିବାର ବହୁତ ବଡ଼ ହେବ। ତୁମ୍ଭର ପରିବାରରୁ ଅନେକ ଜାତିଗଣ ହେବ। ରାଜାମାନେ ତୁମ୍ଭ ଶରୀରରୁ ଆସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ତାଙ୍କୁ ଆହୁରି କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ତୁମ୍ଭେ ପ୍ରଜାବନ୍ତ ଓ ବହୁବଂଶ ହୁଅ; ତୁମ୍ଭଠାରୁ ଏକ ଗୋଷ୍ଠୀ, ବରଂ ଗୋଷ୍ଠୀ ସମାଜ ଉତ୍ପନ୍ନ ହେବ, ପୁଣି, ତୁମ୍ଭ କଟିଦେଶରୁ ରାଜାଗଣ ଜାତ ହେବେ।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ତାଙ୍କୁ ଆହୁରି କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ତୁମ୍ଭେ ପ୍ରଜାବନ୍ତ ଓ ବହୁବଂଶ ହୁଅ; ତୁମ୍ଭଠାରୁ ଏକ ଗୋଷ୍ଠୀ, ବରଂ ଗୋଷ୍ଠୀ ସମାଜ ଉତ୍ପନ୍ନ ହେବ, ପୁଣି, ତୁମ୍ଭ କଟିଦେଶରୁ ରାଜାଗଣ ଜାତ ହେବେ।