Genesis 35:12 — Compare Translations
5 translations compared side by side
Odia - 1840
"ଆମ୍ଭେ ଅବ୍ରହାମ ଓ ଇସ୍ହାକକୁ ଯେଉଁ ଦେଶ ଦାନ କରିଅଛୁ। ସହେି ଦେଶ ତୁମ୍ଭକୁ ଓ ତୁମ୍ଭର ଭବିଷ୍ଯତ ବଂଶଧରକୁ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେ ଅବ୍ରହାମ ଓ ଇସ୍ହାକକୁ ଯେଉଁ ଦେଶ ଦାନ କରିଅଛୁ, ସେହି ଦେଶ ତୁମ୍ଭକୁ ଓ ତୁମ୍ଭ ଭବିଷ୍ୟତ ବଂଶକୁ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଅବ୍ରହାମ ଓ ଇସ୍ହାକଙ୍କୁ ଯେଉଁ ଦେଶ ଦାନ କରିଅଛୁ, ସେହି ଦେଶ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟଦ୍ ବଂଶଧରକୁ ଦେବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଅବ୍ରହାମ ଓ ଇସ୍ହାକକୁ ଯେଉଁ ଦେଶ ଦାନ କରିଅଛୁ, ସେହି ଦେଶ ତୁମ୍ଭକୁ ଓ ତୁମ୍ଭ ଭବିଷ୍ୟତ ବଂଶକୁ ଦେବା।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଅବ୍ରହାମ ଓ ଇସ୍ହାକକୁ ଯେଉଁ ଦେଶ ଦାନ କରିଅଛୁ, ସେହି ଦେଶ ତୁମ୍ଭକୁ ଓ ତୁମ୍ଭ ଭବିଷ୍ୟତ ବଂଶକୁ ଦେବା।”