Genesis 35:13 — Compare Translations
5 translations compared side by side
Odia - 1840
"ଏହାପରେ ପରମେଶ୍ବର ସହେି ସ୍ଥାନ ଛାଡ଼ିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସ୍ଥାନରେ ତାଙ୍କ ସହିତ ଏରୂପ କଥାବାର୍ତ୍ତା କରି ପରମେଶ୍ଵର ତାଙ୍କ ନିକଟରୁ ଉର୍ଦ୍ଧ୍ଵଗମନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ପରମେଶ୍ୱର ସେହି ସ୍ଥାନ ଛାଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସ୍ଥାନରେ ତାଙ୍କ ସହିତ ଏହିପରି କଥାବାର୍ତ୍ତା କରି ପରମେଶ୍ୱର ତାଙ୍କ ନିକଟରୁ ଊର୍ଦ୍ଧ୍ୱଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସ୍ଥାନରେ ତାଙ୍କ ସହିତ ଏହିପରି କଥାବାର୍ତ୍ତା କରି ପରମେଶ୍ୱର ତାଙ୍କ ନିକଟରୁ ଉର୍ଦ୍ଧ୍ୱଗମନ କଲେ।
Recommended Reading