Genesis 35:14 — Compare Translations

5 translations compared side by side

Odia - 1840
"ଯାକୁବ ସଠାେରେ ଏକ ସ୍ମରଣାର୍ଥକ ପ୍ରସ୍ଥର ସ୍ଥାପନ କଲେ। ଯାକୁବ ସଠାେରେ ପଯେ ନବୈେଦ୍ଯ ଓ ତୈଳ ଢ଼ାଳିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯାକୁବ ସେହି କଥୋପକଥନର ସ୍ଥାନରେ ଏକ ସ୍ତମ୍ଭ, ଅର୍ଥାତ୍, ପ୍ରସ୍ତର ସ୍ତମ୍ଭ ସ୍ଥାପନ କରି ତହିଁ ଉପରେ ପାନୀୟ ନୈବେଦ୍ୟ ଉତ୍ସର୍ଗ କଲେ ଓ ତୈଳ ଢାଳିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ସେଠାରେ ଏକ ସ୍ମରଣାର୍ଥକ ପ୍ରସ୍ଥର ସ୍ଥାପନ କଲେ। ଯାକୁବ ସେଠାରେ ପେୟନୈବେଦ୍ୟ ଓ ତୈଳ ଢାଳିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯାକୁବ ସେହି କଥୋପକଥନର ସ୍ଥାନରେ ଏକ ସ୍ତମ୍ଭ, ଅର୍ଥାତ୍‍, ପ୍ରସ୍ତର ସ୍ତମ୍ଭ ସ୍ଥାପନ କରି ତହିଁ ଉପରେ ପାନୀୟ ନୈବେଦ୍ୟ ଉତ୍ସର୍ଗ କଲେ ଓ ତୈଳ ଢାଳିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯାକୁବ ସେହି କଥୋପକଥନର ସ୍ଥାନରେ ଏକ ସ୍ତମ୍ଭ, ଅର୍ଥାତ୍‍, ପ୍ରସ୍ତର ସ୍ତମ୍ଭ ସ୍ଥାପନ କରି ତହିଁ ଉପରେ ପାନୀୟ ନୈବେଦ୍ୟ ଉତ୍ସର୍ଗ କଲେ ଓ ତୈଳ ଢାଳିଲେ।