Genesis 35:15 — Compare Translations

5 translations compared side by side

Odia - 1840
"ସେ ସହେି ସ୍ଥାନର ନାମ ବୈଥଲେ ରଖିଲେ। କାରଣ ଏହି ସ୍ଥାନ ରେ ପରମେଶ୍ବର ତାଙ୍କ ସହିତ କଥା ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯାକୁବ ପରମେଶ୍ଵରଙ୍କ ସହିତ କଥୋପକଥନ ସ୍ଥାନର ନାମ ବୈଥେଲ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସେହି ସ୍ଥାନର ନାମ ବୈଥେଲ୍ ରଖିଲେ। କାରଣ ଏହି ସ୍ଥାନରେ ପରମେଶ୍ୱର ତାଙ୍କ ସହିତ କଥା ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯାକୁବ ପରମେଶ୍ୱରଙ୍କ ସହିତ କଥୋପକଥନ ସ୍ଥାନର ନାମ ବେଥେଲ୍‍ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯାକୁବ ପରମେଶ୍ୱରଙ୍କ ସହିତ କଥୋପକଥନ ସ୍ଥାନର ନାମ ବେଥେଲ୍‍ ରଖିଲେ।