Genesis 35:16 — Compare Translations
5 translations compared side by side
Odia - 1840
"ଯାକୁବ ଏବଂ ତାଙ୍କର ଦଳ ବୈଥଲେ ଛାଡ଼ିଲେ, ସମାନେେ ଇଫ୍ରାଥା ରେ ଉପସ୍ଥିତ ହବୋପାଇଁ ଅଳ୍ପ ବାଟ ଥିଲା। ରାହେଲର ପ୍ରସବ ବଦନୋ ହେଲା ଏବଂ ତା'ର ପ୍ରସବ କରିବ ରେ ଅତିଶଯ କଷ୍ଟ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେମାନେ ବୈଥେଲଠାରୁପ୍ରସ୍ଥାନ କଲେ, ମାତ୍ର ଇଫ୍ରାଥାରେ ଉପସ୍ଥିତ ହେବା ପାଇଁ ଅଳ୍ପ ପଥ ଥାଉ ଥାଉ ରାହେଲର ପ୍ରସବବେଦନା ହେଲା; ପୁଣି ତାହାର ପ୍ରସବ କରିବାରେ ଅତିଶୟ କଷ୍ଟ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାହେଲ ଛୁଆ ଜନ୍ମ କରି ମଲେ ଯାକୁବ ଏବଂ ତାଙ୍କର ଦଳ ବୈଥେଲ୍ ଛାଡ଼ିଲେ, ସେମାନେ ଇଫ୍ରାଥାରେ ଉପସ୍ଥିତ ହେବା ପାଇଁ ଅଳ୍ପ ବାଟ ଥିଲା। ରାହେଲର ପ୍ରସବ ବେଦନା ହେଲା ଏବଂ ତା’ର ପ୍ରସବ କରିବାରେ ଅତିଶୟ କଷ୍ଟ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ବେଥେଲ୍ଠାରୁ ପ୍ରସ୍ଥାନ କଲେ, ମାତ୍ର ଇଫ୍ରାଥାରେ ଉପସ୍ଥିତ ହେବା ପାଇଁ ଅଳ୍ପ ପଥ ଥାଉ ଥାଉ ରାହେଲର ପ୍ରସବବେଦନା ହେଲା; ପୁଣି, ତାହାର ପ୍ରସବ କରିବାରେ ଅତିଶୟ କଷ୍ଟ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ବେଥେଲ୍ଠାରୁ ପ୍ରସ୍ଥାନ କଲେ, ମାତ୍ର ଇଫ୍ରାଥାରେ ଉପସ୍ଥିତ ହେବା ପାଇଁ ଅଳ୍ପ ପଥ ଥାଉ ଥାଉ ରାହେଲର ପ୍ରସବ ବେଦନା ହେଲା; ପୁଣି, ତାହାର ପ୍ରସବ କରିବାରେ ଅତିଶୟ କଷ୍ଟ ହେଲା।