Genesis 35:17 — Compare Translations

5 translations compared side by side

Odia - 1840
"ପ୍ରସବ ବଦନୋ ଅତିଶଯ କଷ୍ଟ ହବୋରୁ ଧାତ୍ରୀ ତାହାକୁ କହିଲେ, ଭୟ କରନାହିଁ, ତୁମ୍ଭେ ଏଥର ହିଁ ପୁତ୍ର ପ୍ରସବ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପ୍ରସବବ୍ୟଥା ଅତିଶୟ ହୁଅନ୍ତେ, ଧାତ୍ରୀ ତାହାକୁ କହିଲା, ଭୟ କର, ନାହିଁ, ତୁମ୍ଭେ ଏଥର ହିଁ ପୁତ୍ର ପ୍ରସବ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରସବ ବେଦନା ଅତିଶୟ କଷ୍ଟ ହେବାରୁ ଧାତ୍ରୀ ତାହାକୁ କହିଲେ, “ଭୟ କର ନାହିଁ, ତୁମ୍ଭେ ଏଥର ହିଁ ପୁତ୍ର ପ୍ରସବ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପ୍ରସବ ବ୍ୟଥା ଅତିଶୟ ହୁଅନ୍ତେ, ଧାତ୍ରୀ ତାହାକୁ କହିଲା, “ଭୟ କର ନାହିଁ, ତୁମ୍ଭେ ଏହିଥର ମଧ୍ୟ ପୁତ୍ର ପ୍ରସବ କରିବ।”
Odia IRV 2017 (ଓଡିଆ ବାଇବେଲ)
ଆଉ ପ୍ରସବ ବ୍ୟଥା ଅତିଶୟ ହୁଅନ୍ତେ, ଧାତ୍ରୀ ତାହାକୁ କହିଲା, “ଭୟ କର ନାହିଁ, ତୁମ୍ଭେ ଏହିଥର ମଧ୍ୟ ପୁତ୍ର ପ୍ରସବ କରିବ।”