Genesis 35:18 — Compare Translations
5 translations compared side by side
Odia - 1840
"ରାହେଲ ପୁତ୍ର ସନ୍ତାନ ଜନ୍ମ ଦଇେ ମଲା। ମଲା ପୂର୍ବରୁ ରାହେଲ ସହେି ସନ୍ତାନର ନାମ ଦଇେଥିଲା, ବିନୋନୀ। କିନ୍ତୁ ଯାକୁବ ତାକୁ ଡାକିଲେ ବିନ୍ଯାମିନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେ ମଲା, ପୁଣି ପ୍ରାଣତ୍ୟାଗ ସମୟରେ ପୁତ୍ରର ନାମ ବିନୋନୀ (କଷ୍ଟଜାତ ପୁତ୍ର) ରଖିଲା; ମାତ୍ର ତାହାର ପିତା ତାହାର ନାମ ବିନ୍ୟାମିନ (ଦକ୍ଷିଣହସ୍ତ ପୁତ୍ର) ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାହେଲ ପୁତ୍ର ସନ୍ତାନ ଜନ୍ମ ଦେଇ ମଲେ। ମଲା ପୂର୍ବରୁ ରାହେଲ ସେହି ସନ୍ତାନର ନାମ ଦେଇଥିଲେ, ବିନୋନୀ। କିନ୍ତୁ ଯାକୁବ ତାକୁ ଡାକିଲେ ବିନ୍ୟାମିନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେ ମଲା, ପୁଣି, ପ୍ରାଣତ୍ୟାଗ ସମୟରେ ପୁତ୍ରର ନାମ ବିନୋନୀ ରଖିଲା; ମାତ୍ର ତାହାର ପିତା ତାହାର ନାମ ବିନ୍ୟାମୀନ୍ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ସେ ମଲା, ପୁଣି, ପ୍ରାଣତ୍ୟାଗ ସମୟରେ ପୁତ୍ରର ନାମ ବିନୋନୀ ରଖିଲା; ମାତ୍ର ତାହାର ପିତା ତାହାର ନାମ ବିନ୍ୟାମୀନ୍ ରଖିଲେ।