Genesis 35:19 — Compare Translations

5 translations compared side by side

Odia - 1840
"ଇଫ୍ରାଥା ୟିବା ପରେ ତାହା ବୌଥଲେ ହମେ ନିକଟରେ ରାହେଲକୁ କବର ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେ ରାହେଲର ମୃତ୍ୟୁ ହୁଅନ୍ତେ, ଇଫ୍ରାଥା, ଅର୍ଥାତ୍, ବେଥ୍ଲିହିମ୍କୁ ଯିବା ପଥ ନିକଟରେ ତାହାର କବର ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇଫ୍ରାଥା ଯିବା ପରେ ତାହା ବୈ‌ଥ୍‌ଲେହମ ନିକଟରେ ରାହେଲକୁ କବର ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ରାହେଲର ମୃତ୍ୟୁୁ ହୁଅନ୍ତେ, ଇଫ୍ରାଥା, ଅର୍ଥାତ୍‍, ବେଥଲିହିମକୁ ଯିବା ପଥ ନିକଟରେ ତାହାର କବର ହେଲା।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ରାହେଲର ମୃତ୍ୟୁୁ ହୁଅନ୍ତେ, ଇଫ୍ରାଥା, ଅର୍ଥାତ୍‍, ବେଥଲିହିମକୁ ଯିବା ପଥ ନିକଟରେ ତାହାର କବର ହେଲା।