Genesis 35:2 — Compare Translations
5 translations compared side by side
Odia - 1840
"ତେଣୁ ଯାକୁବ ତା'ର ପରିବାର ଓ ତା'ର ଦାସମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିକଟରେ ଯେ ସବୁ ବିଦେଶୀଯ ଦବେତାଗଣ ଅଛନ୍ତି ସମାନଙ୍କେୁ ଦୂରକର, ନିଜ ନିଜକୁ ଶୁଚିକର ଏବଂ ବସ୍ତ୍ର ପରି ପରିବର୍ତ୍ତନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯାକୁବ ଆପଣା ପରିଜନ ଓ ସଙ୍ଗୀ ଲୋକମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିକଟରେ ଯେ ସବୁ ବିଦେଶୀୟ ଦେବତା ଅଛନ୍ତି, ସେମାନଙ୍କୁ ଦୂର କର, ଆପଣାମାନଙ୍କୁ ଶୁଚି କର, ପୁଣି ଆପଣାମାନଙ୍କ ବସ୍ତ୍ର ପରିବର୍ତ୍ତନ କର ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯାକୁବ ତାଙ୍କର ପରିବାର ଓ ଦାସମାନଙ୍କୁ କହିଲେ, “ତୁମ୍ଭମାନଙ୍କ ନିକଟରେ ଯେସବୁ ବିଦେଶୀୟ ଦେବତାଗଣ ଅଛନ୍ତି ସେମାନଙ୍କୁ ଦୂର କର, ନିଜ ନିଜକୁ ଶୁଚି କର ଏବଂ ବସ୍ତ୍ର ପରିବର୍ତ୍ତନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯାକୁବ ଆପଣା ପରିଜନ ଓ ସଙ୍ଗୀ ଲୋକମାନଙ୍କୁ କହିଲେ, “ତୁମ୍ଭମାନଙ୍କ ନିକଟରେ ଯେଉଁସବୁ ବିଦେଶୀୟ ଦେବତା ଅଛନ୍ତି, ସେମାନଙ୍କୁ ଦୂର କର, ଆପଣାମାନଙ୍କୁ ଶୁଚି କର, ପୁଣି, ଆପଣାମାନଙ୍କ ବସ୍ତ୍ର ପରିବର୍ତ୍ତନ କର।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯାକୁବ ଆପଣା ପରିଜନ ଓ ସଙ୍ଗୀ ଲୋକମାନଙ୍କୁ କହିଲେ, “ତୁମ୍ଭମାନଙ୍କ ନିକଟରେ ଯେଉଁ ସବୁ ବିଦେଶୀୟ ଦେବତା ଅଛନ୍ତି, ସେମାନଙ୍କୁ ଦୂର କର, ଆପଣାମାନଙ୍କୁ ଶୁଚି କର, ପୁଣି, ଆପଣାମାନଙ୍କ ବସ୍ତ୍ର ପରିବର୍ତ୍ତନ କର।