Genesis 35:20 — Compare Translations
5 translations compared side by side
Odia - 1840
"ରାହେଲର କବରସ୍ଥାନ ରେ ଯାକୁବ ଏକ ସ୍ତମ୍ଭ ସ୍ଥାପନ କଲେ। ସହେି ସ୍ତମ୍ଭ ଆଜିପର୍ୟ୍ଯନ୍ତ ରାହେଲ କବରକୁ ଚିହ୍ନାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯାକୁବ ସେହି କବର ଉପରେ ଏକ ସ୍ତମ୍ଭ ସ୍ଥାପନ କଲେ; ରାହେଲ-କବରସ୍ଥ ସେହି ସ୍ତମ୍ଭ ଅଦ୍ୟାପି ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ରାହେଲର କବର ସ୍ଥାନରେ ଯାକୁବ ଏକ ସ୍ତମ୍ଭ ସ୍ଥାପନ କଲେ। ସେହି ସ୍ତମ୍ଭ ଆଜି ପର୍ଯ୍ୟନ୍ତ ରାହେଲର କବରକୁ ଚିହ୍ନାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯାକୁବ ସେହି କବର ଉପରେ ଏକ ସ୍ତମ୍ଭ ସ୍ଥାପନ କଲେ; ରାହେଲ-କବରସ୍ଥ ସେହି ସ୍ତମ୍ଭ ଆଜି ପର୍ଯ୍ୟନ୍ତ ଅଛି।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯାକୁବ ସେହି କବର ଉପରେ ଏକ ସ୍ତମ୍ଭ ସ୍ଥାପନ କଲେ; ରାହେଲ-କବରସ୍ଥ ସେହି ସ୍ତମ୍ଭ ଆଜି ପର୍ଯ୍ୟନ୍ତ ଅଛି।