Genesis 35:21 — Compare Translations

5 translations compared side by side

Odia - 1840
"ଏହାପରେ ଇଶ୍ରାୟେଲ ସଠାରୁେ ୟାତ୍ରା କଲେ। ସେ ଏଦର ଗଡ ପାର ହାଇେ ତହିଁ ନିକଟରେ ଛାଉଣୀ ପକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇସ୍ରାଏଲ ସେଠାରୁ ପ୍ରସ୍ଥାନ କରି ଏଦର ଗଡ଼ ପାର ହୋଇ ତହିଁ ନିକଟରେ ତମ୍ଵୁ ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ରାଏଲ ସେଠାରୁ ଯାତ୍ରା କଲେ। ସେ ଏଦର ଗଡ଼ ପାର ହୋଇ ତହିଁ ନିକଟରେ ଛାଉଣି ପକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲ ସେଠାରୁ ପ୍ରସ୍ଥାନ କରି ଏଦର ଗଡ଼ ପାର ହୋଇ ତହିଁ ନିକଟରେ ତମ୍ବୁ ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲ ସେଠାରୁ ପ୍ରସ୍ଥାନ କରି ଏଦର ଗଡ଼ ପାର ହୋଇ ତହିଁ ନିକଟରେ ତମ୍ବୁ ସ୍ଥାପନ କଲେ।