Genesis 35:22 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ଯେତବେେଳେ ସଠାେରେ ରହୁଥିଲେ, ରୁବନ୍େ ୟାଇ ଏବଂ ବିଲହା ସହିତ ଶଯନ କଲା। ୟିଏ ଇଶ୍ରାୟେଲର ଉପପତ୍ନୀ ଥିଲା। ଏହି ବିଷଯ ରେ ଇଶ୍ରାୟେଲ ଜାଣିବାକୁ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦେଶରେ ଇସ୍ରାଏଲ ବାସ କରିବା ବେଳେ ରୁବେନ୍ ଯାଇ ଆପଣା ପିତାର ବିଲହା ନାମ୍ନୀ ଉପପନିୀ ସଙ୍ଗରେ ଶୟନ କଲା, ପୁଣି ଇସ୍ରାଏଲ ତାହା ଶୁଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ଯେତେବେଳେ ସେଠାରେ ରହୁଥିଲେ, ରୁବେନ୍ ଯାଇ ବିଲହା ସହିତ ଶୟନ କଲା। ଯିଏ ଇସ୍ରାଏଲର ଉପପତ୍ନୀ ଥିଲା। ଏହି ବିଷୟରେ ଇସ୍ରାଏଲ ଜାଣିବାକୁ ପାଇଲେ। ଇସ୍ରାଏଲର ପରିବାର ଇସ୍ରାଏଲର ବାରଟି ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦେଶରେ ଇସ୍ରାଏଲ ବାସ କରିବା ବେଳେ ରୁବେନ୍ ଯାଇ ଆପଣା ପିତାଙ୍କର ବିଲ୍ହା ନାମ୍ନୀ ଉପପତ୍ନୀ ସଙ୍ଗରେ ଶୟନ କଲା, ପୁଣି, ଇସ୍ରାଏଲ ତାହା ଶୁଣିଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ଦେଶରେ ଇସ୍ରାଏଲ ବାସ କରିବା ବେଳେ ରୁବେନ୍ ଯାଇ ଆପଣା ପିତାଙ୍କର ବିଲ୍ହା ନାମ୍ନୀ ଉପପତ୍ନୀ ସଙ୍ଗରେ ଶୟନ କଲା, ପୁଣି, ଇସ୍ରାଏଲ ତାହା ଶୁଣିଲେ।