Genesis 35:23 — Compare Translations

5 translations compared side by side

Odia - 1840
"ସମାନଙ୍କେ ମଧିଅରେ ରୁବନ୍େ ଯାକୁବଙ୍କର ଜେଷ୍ଠ ପୁତ୍ର। ଶିମିୟୋନ, ଲବେୀ, ୟହୁଦା, ଇଷାଖର ଓ ସବୂଲୂନ ଏମାନେ ଲୟୋର ସନ୍ତାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାକୁବଙ୍କର ଦ୍ଵାଦଶ ପୁତ୍ର ଥିଲେ; ସେମାନଙ୍କ ମଧ୍ୟରେ ରୁବେନ୍ ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର, ସେ, ପୁଣି, ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର୍ ଓ ସବୂଲୂନ, ଏମାନେ ଲେୟାର ସନ୍ତାନ;
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ମଧ୍ୟରେ ରୁବେନ୍ ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର। ଶିମିୟୋନ, ଲେବୀ, ଯିହୁଦା, ଇଷାଖର ଓ ସବୂଲୂନ ଏମାନେ ଲେୟାର ସନ୍ତାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାକୁବଙ୍କର ଦ୍ୱାଦଶ ପୁତ୍ର ଥିଲେ; ସେମାନଙ୍କ ମଧ୍ୟରେ ରୁବେନ୍‍ ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର, ସେ, ପୁଣି, ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର ଓ ସବୂଲୂନ, ଏମାନେ ଲେୟାର ସନ୍ତାନ;
Odia IRV 2017 (ଓଡିଆ ବାଇବେଲ)
ଯାକୁବଙ୍କର ଦ୍ୱାଦଶ ପୁତ୍ର ଥିଲେ; ସେମାନଙ୍କ ମଧ୍ୟରେ ରୁବେନ୍‍ ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର, ସେ, ପୁଣି, ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର ଓ ସବୂଲୂନ୍, ଏମାନେ ଲେୟାର ସନ୍ତାନ;