Genesis 35:24 — Compare Translations

5 translations compared side by side

Odia - 1840
"ଯୋଷେଫ୍ ଓ ବିନ୍ଯାମିନ୍ ରାହେଲର ସନ୍ତାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯୋଷେଫ ଓ ବିନ୍ୟାମିନ ରାହେଲର ସନ୍ତାନ;
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ୍ ଓ ବିନ୍ୟାମିନ୍ ରାହେଲର ସନ୍ତାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୋଷେଫ ଓ ବିନ୍ୟାମୀନ୍ ରାହେଲର ସନ୍ତାନ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୋଷେଫ ଓ ବିନ୍ୟାମୀନ୍ ରାହେଲର ସନ୍ତାନ;