Genesis 35:26 — Compare Translations

5 translations compared side by side

Odia - 1840
"ଗାଦ୍ ଓ ଆଶରେ ଲୟୋର ଦାସୀ ସିଳ୍ପାର ପୁତ୍ରଗଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଗାଦ୍ ଓ ଆଶେର୍ ଲେୟାର ଦାସୀ ସିଳ୍ପାର ସନ୍ତାନ । ଯାକୁବଙ୍କର ଏହି ସମସ୍ତ ପୁତ୍ର ପଦ୍ଦନ୍ ଅରାମଠାରେ ଜନ୍ମିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଗାଦ୍ ଓ ଆଶେର ଲେୟାର ଦାସୀ ସିଳ୍ପାର ପୁତ୍ରଗଣ। ଯାକୁବଙ୍କର ଏହି ସମସ୍ତ ପୁତ୍ର ପଦ୍ଦନ୍ ଅରାମଠାରେ ଜନ୍ମିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଗାଦ୍‍ ଓ ଆଶେର ଲେୟାର ଦାସୀ ସିଳ୍ପାର ସନ୍ତାନ। ଯାକୁବଙ୍କର ଏହି ସମସ୍ତ ପୁତ୍ର ପଦ୍ଦନ୍‍ ଅରାମଠାରେ ଜନ୍ମିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଗାଦ୍‍ ଓ ଆଶେର ଲେୟାର ଦାସୀ ସିଳ୍ପାର ସନ୍ତାନ। ଯାକୁବଙ୍କର ଏହି ସମସ୍ତ ପୁତ୍ର ପଦ୍ଦନ୍‍ ଅରାମଠାରେ ଜନ୍ମିଥିଲେ।