Genesis 35:27 — Compare Translations
5 translations compared side by side
Odia - 1840
"ଏହାପରେ ସେ କିରିଯଥର୍ବ ଅର୍ଥାତ୍ ହିବ୍ରୋଣ ନଗରର ନିକଟବର୍ତ୍ତୀ ମମ୍ରି ନାମକ ଯେଉଁ ସ୍ଥାନ ରେ ଅବ୍ରହାମ ଓ ଇସ୍ହାକ ପ୍ରବାସ କରିଥିଲେ, ସହେି ସ୍ଥାନ ରେ ଯାକୁବ ଆପଣା ପିତା ଇସ୍ହାକ୍ ନିକଟରେ ଉପସ୍ଥିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର କିରୀୟଥର୍ବ, ଅର୍ଥାତ୍, ହିବ୍ରୋଣ ନଗରର ନିକଟବର୍ତ୍ତୀ ମମ୍ରି ନାମକ ଯେଉଁ ସ୍ଥାନରେ ଅବ୍ରହାମ ଓ ଇସ୍ହାକ ପ୍ରବାସ କରିଥିଲେ, ସେହି ସ୍ଥାନରେ ଯାକୁବ ଆପଣା ପିତା ଇସ୍ହାକ ନିକଟରେ ଉପସ୍ଥିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ କିରିୟଥର୍ବ ଅର୍ଥାତ୍ ହିବ୍ରୋଣ ନଗରର ନିକଟବର୍ତ୍ତୀ ମମ୍ରି ନାମକ ଯେଉଁ ସ୍ଥାନରେ ଅବ୍ରହାମ ଓ ଇସ୍ହାକ ପ୍ରବାସ କରିଥିଲେ, ସେହି ସ୍ଥାନରେ ଯାକୁବ ଆପଣା ପିତା ଇସ୍ହାକ ନିକଟରେ ଉପସ୍ଥିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ କିରୀୟଥ୍-ଅର୍ବ, ଅର୍ଥାତ୍, ହିବ୍ରୋଣ ନଗରର ନିକଟବର୍ତ୍ତୀ ମମ୍ରି ନାମକ ଯେଉଁ ସ୍ଥାନରେ ଅବ୍ରହାମ ଓ ଇସ୍ହାକ ପ୍ରବାସ କରିଥିଲେ, ସେହି ସ୍ଥାନରେ ଯାକୁବ ଆପଣା ପିତା ଇସ୍ହାକ ନିକଟରେ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ କିରୀୟଥ୍-ଅର୍ବ, ଅର୍ଥାତ୍, ହିବ୍ରୋଣ ନଗରର ନିକଟବର୍ତ୍ତୀ ମମ୍ରି ନାମକ ଯେଉଁ ସ୍ଥାନରେ ଅବ୍ରହାମ ଓ ଇସ୍ହାକ ପ୍ରବାସ କରିଥିଲେ, ସେହି ସ୍ଥାନରେ ଯାକୁବ ଆପଣା ପିତା ଇସ୍ହାକ ନିକଟରେ ଉପସ୍ଥିତ ହେଲେ।