Genesis 35:29 — Compare Translations
5 translations compared side by side
Odia - 1840
"ଏହାପରେ ଇସ୍ହାକ ଦୁର୍ବଳ ହାଇେ ମୃତ୍ଯୁବରଣ କଲେ। ଇସ୍ହାକ ପୂର୍ଣ୍ଣାଯୁ ହାଇେ ପ୍ରାଣତ୍ଯାଗ କଲେ ଏବଂ ତାଙ୍କ ପୂର୍ବପୁରୁଷଙ୍କ ସହିତ କବର ପ୍ରପ୍ତ ହେଲେ। ତାଙ୍କର ପୁତ୍ର ଏଷୌ ଓ ଯାକୁବ ତାଙ୍କର ପିତାଙ୍କ ନିକଟରେ କବର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇସ୍ହାକ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କରନ୍ତେ, ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ; ପୁଣି ତାଙ୍କର ପୁତ୍ର ଏଷୌ ଓ ଯାକୁବ ତାଙ୍କୁ କବର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ହାକ ଦୁର୍ବଳ ହୋଇ ମୃତ୍ୟୁବରଣ କଲେ। ଇସ୍ହାକ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲେ ଏବଂ ତାଙ୍କ ପୂର୍ବପୁରୁଷଙ୍କ ସହିତ କବର ପ୍ରାପ୍ତ ହେଲେ। ତାଙ୍କର ପୁତ୍ର ଏଷୌ ଓ ଯାକୁବ ତାଙ୍କର ପିତାଙ୍କ ନିକଟରେ କବର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ହାକ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କରନ୍ତେ, ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ; ପୁଣି, ତାଙ୍କର ପୁତ୍ର ଏଷୌ ଓ ଯାକୁବ ତାଙ୍କୁ କବର ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ହାକ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କରନ୍ତେ, ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ; ପୁଣି, ତାଙ୍କର ପୁତ୍ର ଏଷୌ ଓ ଯାକୁବ ତାଙ୍କୁ କବର ଦେଲେ।