Genesis 35:3 — Compare Translations
5 translations compared side by side
Odia - 1840
"ଆମ୍ଭମାନେେ ଏହି ସ୍ଥାନ ପରିତ୍ଯାଗ କରି ବୈଥଲକେୁ ୟିବା। ମୁଁ ସଠାେରେ ଏକ ୟଜ୍ଞବଦେୀ ନିର୍ମାଣ କରିବି ଏବଂ ତାହା ପରମେଶ୍ବରଙ୍କୁ ଉତ୍ସର୍ଗ କରିବି ୟିଏ ମାରେଅସୁବିଧା ସମୟରେ ମାେତେ ଦୟା କରିଛନ୍ତି, ଯେଉଁଠାକୁ ମୁଁ ଗଲି ପରମେଶ୍ବର ମାେ ସହିତ ରହି ଆସିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆସ, ଆମ୍ଭେମାନେ ଉଠି ବୈଥେଲକୁ ଯାଉ; ଯେଉଁ ପରମେଶ୍ଵର ମୋର ଦୁଃଖର ଦିନରେ ମୋʼ ପ୍ରାର୍ଥନାର ଉତ୍ତର ଦେଲେ, ଓ ମୋର ଗମନର ପଥରେ ମୋର ସହାୟ ହୋଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ମୁଁ ସେହି ସ୍ଥାନରେ ଗୋଟିଏ ଯଜ୍ଞବେଦି ନିର୍ମାଣ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ଏହି ସ୍ଥାନ ପରିତ୍ୟାଗ କରି ବୈଥେଲ୍କୁ ଯିବା। ମୁଁ ସେଠାରେ ଏକ ଯଜ୍ଞବେଦି ନିର୍ମାଣ କରିବି ଏବଂ ତାହା ପରମେଶ୍ୱରଙ୍କୁ ଉତ୍ସର୍ଗ କରିବି ଯିଏ ମୋର ଅସୁବିଧା ସମୟରେ ମୋତେ ଦୟା କରିଛନ୍ତି, ଯେଉଁଠାକୁ ମୁଁ ଗଲି ପରମେଶ୍ୱର ମୋ’ ସହିତ ରହି ଆସିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆସ, ଆମ୍ଭେମାନେ ଉଠି ବେଥେଲ୍କୁ ଯାଉ; ଯେଉଁ ପରମେଶ୍ୱର ମୋର ଦୁଃଖର ଦିନରେ ମୋʼ ପ୍ରାର୍ଥନାର ଉତ୍ତର ଦେଲେ, ଓ ମୋର ଗମନର ପଥରେ ମୋର ସହାୟ ହୋଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ମୁଁ ସେହି ସ୍ଥାନରେ ଗୋଟିଏ ଯଜ୍ଞବେଦି ନିର୍ମାଣ କରିବି।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆସ, ଆମ୍ଭେମାନେ ଉଠି ବେଥେଲ୍କୁ ଯାଉ; ଯେଉଁ ପରମେଶ୍ୱର ମୋର ଦୁଃଖର ଦିନରେ ମୋ’ ପ୍ରାର୍ଥନାର ଉତ୍ତର ଦେଲେ, ଓ ମୋର ଗମନର ପଥରେ ମୋର ସହାୟ ହୋଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ମୁଁ ସେହି ସ୍ଥାନରେ ଗୋଟିଏ ଯଜ୍ଞବେଦି ନିର୍ମାଣ କରିବି।”