Genesis 35:4 — Compare Translations

5 translations compared side by side

Odia - 1840
"ତେଣୁ ସମସ୍ତ ଲୋକେ ସମାନଙ୍କେର ମୂର୍ତ୍ତିଗୁଡ଼ିକୁ ଯାକୁବକୁ ଦେଲେ। ସମାନେେ ମଧ୍ଯ ତାଙ୍କର କର୍ଣ୍ଣକୁଣ୍ଡଳ ସମସ୍ତ ୟାକବକୁ ଦେଲେ। ଯାକୁବ ସଗେୁଡ଼ିକ ନଇେ ଶିଖିମ ନିକଟବର୍ତ୍ତୀ ଆଲୋନ ବୃକ୍ଷ ମୂଳେ ପୋତି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ଆପଣାମାନଙ୍କ ନିକଟସ୍ଥ ବିଦେଶୀୟ ଦେବତା ଓ କର୍ଣ୍ଣକୁଣ୍ତଳ ସକଳ ଘେନି ଯାକୁବଙ୍କୁ ଦେଲେ, ପୁଣି, ସେ ତାହା ସବୁ ନେଇ ଶିଖିମ ନିକଟବର୍ତ୍ତୀ ଅଲୋନ ବୃକ୍ଷମୂଳେ ଲୁଚାଇ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସମସ୍ତ ଲୋକ ସେମାନଙ୍କର ମୂର୍ତ୍ତିଗୁଡ଼ିକୁ ଯାକୁବଙ୍କୁ ଦେଲେ। ସେମାନେ ମଧ୍ୟ ତାଙ୍କର କର୍ଣ୍ଣକୁଣ୍ଡଳ ସମସ୍ତ ଯାକୁବଙ୍କୁ ଦେଲେ। ଯାକୁବ ସେଗୁଡ଼ିକ ନେଇ ଶିଖିମ ନିକଟବର୍ତ୍ତୀ ଅଲୋନ ବୃକ୍ଷମୂଳେ ପୋତି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ଆପଣାମାନଙ୍କ ନିକଟସ୍ଥ ବିଦେଶୀୟ ଦେବତା ଓ କର୍ଣ୍ଣକୁଣ୍ଡଳ ସକଳ ଘେନି ଯାକୁବଙ୍କୁ ଦେଲେ, ପୁଣି, ସେ ତାହାସବୁ ନେଇ ଶିଖିମ ନିକଟବର୍ତ୍ତୀ ଅଲୋନ ବୃକ୍ଷ ମୂଳେ ଲୁଚାଇ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ଆପଣାମାନଙ୍କ ନିକଟସ୍ଥ ବିଦେଶୀୟ ଦେବତା ଓ କର୍ଣ୍ଣକୁଣ୍ଡଳ ସକଳ ଘେନି ଯାକୁବଙ୍କୁ ଦେଲେ, ପୁଣି, ସେ ତାହା ସବୁ ନେଇ ଶିଖିମ ନିକଟବର୍ତ୍ତୀ ଅଲୋନ ବୃକ୍ଷମୂଳେ ଲୁଚାଇ ରଖିଲେ।