Genesis 35:5 — Compare Translations

5 translations compared side by side

Odia - 1840
"ଯାକୁବ ଏବଂ ତାଙ୍କର ପରିବାର ସହେି ସ୍ଥାନ ପରିତ୍ଯାଗ କଲେ। ସହେି ନଗରର ଚତୁଃପାଶର୍ବର ଲୋକମାନେ ସମାନଙ୍କେୁ ବହୁତ ଭୟ କରୁଥିଲେ। ସହେି ଯେଉଁ ଲୋକମାନେ ତାଙ୍କର ପୁତ୍ରମାନଙ୍କୁ ଅନୁସରଣ ଏବଂ ହତ୍ଯା କରିବାକୁ ଅପେକ୍ଷା କରିଥିଲେ, ଏଥିରୁ କ୍ଷାନ୍ତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେମାନେ ଯାତ୍ରା କଲେ; ସେତେବେଳେ ଚତୁର୍ଦ୍ଦିଗସ୍ଥ ନଗରରେ ପରମେଶ୍ଵରଙ୍କଠାରୁ ଭୟ ଉପସ୍ଥିତ ହେବାରୁ ସେମାନେ ଯାକୁବଙ୍କର ପୁତ୍ରମାନଙ୍କୁ ଗୋଡ଼ାଇଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ଏବଂ ତାଙ୍କର ପରିବାର ସେହି ସ୍ଥାନ ପରିତ୍ୟାଗ କଲେ। ସେହି ନଗରର ଚତୁର୍ପାର୍ଶ୍ୱର ଲୋକମାନେ ସେମାନଙ୍କୁ ବହୁତ ଭୟ କରୁଥିଲେ। ସେହି ଯେଉଁ ଲୋକମାନେ ତାଙ୍କର ପୁତ୍ରମାନଙ୍କୁ ଅନୁସରଣ ଏବଂ ହତ୍ୟା କରିବାକୁ ଅପେକ୍ଷା କରିଥିଲେ, ଏଥିରୁ କ୍ଷାନ୍ତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେମାନେ ଯାତ୍ରା କଲେ; ସେତେବେଳେ ଚତୁର୍ଦ୍ଦିଗସ୍ଥ ନଗରରେ ପରମେଶ୍ୱରଙ୍କଠାରୁ ଭୟ ଉପସ୍ଥିତ ହେବାରୁ ସେମାନେ ଯାକୁବଙ୍କର ପୁତ୍ରମାନଙ୍କୁ ଗୋଡ଼ାଇଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେମାନେ ଯାତ୍ରା କଲେ; ସେତେବେଳେ ଚତୁର୍ଦ୍ଦିଗସ୍ଥ ନଗରରେ ପରମେଶ୍ୱରଙ୍କଠାରୁ ଭୟ ଉପସ୍ଥିତ ହେବାରୁ ସେମାନେ ଯାକୁବଙ୍କର ପୁତ୍ରମାନଙ୍କୁ ଗୋଡ଼ାଇଲେ ନାହିଁ।