Genesis 35:6 — Compare Translations
5 translations compared side by side
Odia - 1840
"ତେଣୁ ଯାକୁବ ଏବଂ ତାଙ୍କର ଲୋକମାନେ ୟାଇ ଲୃସ୍ ରେ ପହନ୍ଚିଲେ। ଲୃସ୍ ଯାହାର ବର୍ତ୍ତମାନର ନାମ ବୌଥଲେ। ଏହା କିଣାନ ଦେଶ ରେ ଅବସ୍ଥିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯାକୁବ ଓ ତାଙ୍କର ସଙ୍ଗୀସମୂହ କିଣାନ ଦେଶସ୍ଥ ଲୂସରେ, ଅର୍ଥାତ୍, ବୈଥେଲରେ ଉପସ୍ଥିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯାକୁବ ଏବଂ ତାଙ୍କର ଲୋକମାନେ ଯାଇ ଲୂସ୍ରେ ପହଞ୍ଚିଲେ। ଲୂସ୍ ଯାହାର ବର୍ତ୍ତମାନର ନାମ ବୈଥେଲ୍। ଏହା କିଣାନ ଦେଶରେ ଅବସ୍ଥିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯାକୁବ ଓ ତାଙ୍କର ସଙ୍ଗୀସମୂହ କିଣାନ ଦେଶସ୍ଥ ଲୂସ୍ରେ, ଅର୍ଥାତ୍, ବେଥେଲ୍ରେ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯାକୁବ ଓ ତାଙ୍କର ସଙ୍ଗୀସମୂହ କିଣାନ ଦେଶସ୍ଥ ଲୂସ୍ରେ, ଅର୍ଥାତ୍, ବେଥେଲ୍ରେ ଉପସ୍ଥିତ ହେଲେ।