Genesis 35:7 — Compare Translations
5 translations compared side by side
Odia - 1840
"ଯାକୁବ ୟଜ୍ଞବଦେୀ ନିର୍ମାଣ କଲେ। ଯାକୁବ ସହେି ସ୍ଥାନର ନାମ ଦେଲେ ଏଲ୍-ବୈଥେଲ୍। ଯାକୁବ ଏପରି ନାମ ସ୍ଥିର କଲେ କାରଣ ସହେି ସ୍ଥାନ ରେ ପରମେଶ୍ବର ତାଙ୍କୁ ପ୍ରଥମେ ଦଖାେ ଦଇେଥିଲେ। ଯେତବେେଳେ ସେ ତାଙ୍କ ଭାଇଙ୍କ ନିକଟରୁ ଦୌଡ଼ି ପଳାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଠାରେ ସେ ଏକ ଯଜ୍ଞବେଦି ନିର୍ମାଣ କରି ସେହି ସ୍ଥାନର ନାମ ଏଲ-ବୈଥେଲ (ବୈଥେଲର ପରମେଶ୍ଵର) ରଖିଲେ; କାରଣ ଯାକୁବ ଭ୍ରାତୃ ଭୟରେ ପଳାଇବା ବେଳେ ପରମେଶ୍ଵର ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ଯଜ୍ଞବେଦି ନିର୍ମାଣ କଲେ। ଯାକୁବ ସେହି ସ୍ଥାନର ନାମ ଦେଲେ “ଏଲ୍-ବୈଥେଲ୍।” ଯାକୁବ ଏପରି ନାମ ସ୍ଥିର କଲେ କାରଣ ସେହି ସ୍ଥାନରେ ପରମେଶ୍ୱର ତାଙ୍କୁ ପ୍ରଥମେ ଦେଖା ଦେଇଥିଲେ। ଯେତେବେଳେ ସେ ତାଙ୍କ ଭାଇଙ୍କ ନିକଟରୁ ଦୌଡ଼ି ପଳାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଠାରେ ସେ ଏକ ଯଜ୍ଞବେଦି ନିର୍ମାଣ କରି ସେହି ସ୍ଥାନର ନାମ ଏଲ-ବେଥେଲ୍ ରଖିଲେ; କାରଣ ଯାକୁବ ଭ୍ରାତୃଭୟରେ ପଳାଇବା ବେଳେ ପରମେଶ୍ୱର ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେଠାରେ ସେ ଏକ ଯଜ୍ଞବେଦି ନିର୍ମାଣ କରି ସେହି ସ୍ଥାନର ନାମ ଏଲ-ବେଥେଲ୍ ରଖିଲେ; କାରଣ ଯାକୁବ ଭ୍ରାତୃଭୟରେ ପଳାଇବା ବେଳେ ପରମେଶ୍ୱର ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଇଥିଲେ।