Genesis 35:8 — Compare Translations

5 translations compared side by side

Odia - 1840
"ସହେି ସ୍ଥାନ ରେ ରିବିକାର ଦବୋରା ନାମ୍ନୀ ଧାତ୍ରୀର ମୃତ୍ଯୁ ହେଲା ଏବଂ ତାକୁ ବୈଥଲରେ ଅଧଃସ୍ଥିତ ଆଲୋନ ବୃକ୍ଷମୂଳେ କବର ଦିଆଗଲା। ତେଣୁ ସହେି ସ୍ଥାନର ନାମ ଆଲୋନ-ବାଖୁତ୍ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହି ସ୍ଥାନରେ ରିବିକାର ଦବୋରା ନାମ୍ନୀ ଧାତ୍ରୀର ମୃତ୍ୟୁ ହୁଅନ୍ତେ, ବୈଥେଲର ଅଧଃସ୍ଥିତ ଅଲୋନ ବୃକ୍ଷମୂଳେ ତାହାର କବର ହେଲା, ପୁଣି ସେହି ସ୍ଥାନର ନାମ ଅଲୋନ-ବାଖୁତ୍ (ଶୋକ ବୃକ୍ଷ) ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ଥାନରେ ରିବିକାର ଦବୋରା ନାମ୍ନୀ ଧାତ୍ରୀର ମୃତ୍ୟୁ ହେଲା ଏବଂ ତାକୁ ବୈଥେ‌ଲ୍‌ର ଅଧସ୍ଥିତ ଅଲୋନ ବୃକ୍ଷମୂଳେ କବର ଦିଆଗଲା। ତେଣୁ ସେହି ସ୍ଥାନର ନାମ ଅଲୋନ-ବାଖୁତ୍ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ସ୍ଥାନରେ ରିବିକାର ଦବୋରା ନାମ୍ନୀ ଧାତ୍ରୀର ମୃତ୍ୟୁୁ ହୁଅନ୍ତେ, ବେଥେଲ୍‍ର ଅଧଃସ୍ଥିତ ଅଲୋନ ବୃକ୍ଷ ମୂଳେ ତାହାର କବର ହେଲା, ପୁଣି, ସେହି ସ୍ଥାନର ନାମ ଅଲୋନ-ବାଖୁତ୍‍ ହେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେହି ସ୍ଥାନରେ ରିବିକାର ଦବୋରା ନାମ୍ନୀ ଧାତ୍ରୀର ମୃତ୍ୟୁୁ ହୁଅନ୍ତେ, ବେଥେଲ୍‍ର ଅଧଃସ୍ଥିତ ଅଲୋନ ବୃକ୍ଷମୂଳେ ତାହାର କବର ହେଲା, ପୁଣି, ସେହି ସ୍ଥାନର ନାମ ଅଲୋନ-ବାଖୁତ୍‍ ହେଲା।