Genesis 35:9 — Compare Translations
5 translations compared side by side
Odia - 1840
"ଯେତବେେଳେ ଯାକୁବ ପଦ୍ଦନ୍-ଅରାମକୁ ଫରେିଲେ ପରମେଶ୍ବର ତାଙ୍କୁ ପୁନର୍ବାର ଦଖାେ ଦେଲେ। ପରମେଶ୍ବର ଯାକୁବଙ୍କୁ ଆଶୀର୍ବାଦ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯାକୁବ ପଦ୍ଦନ୍ ଅରାମଠାରୁ ବାହୁଡ଼ି ଆସନ୍ତେ, ପରମେଶ୍ଵର ପୁନର୍ବାର ଦର୍ଶନ ଦେଇ ତାଙ୍କୁ ଆଶୀର୍ବାଦ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବଙ୍କର ନୂତନ ନାମ ଯେତେବେଳେ ଯାକୁବ ପଦ୍ଦନ୍-ଅରାମକୁ ଫେରିଲେ ପରମେଶ୍ୱର ତାଙ୍କୁ ପୁନର୍ବାର ଦେଖା ଦେଲେ। ପରମେଶ୍ୱର ଯାକୁବଙ୍କୁ ଆଶୀର୍ବାଦ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯାକୁବ ପଦ୍ଦନ୍ ଅରାମଠାରୁ ବାହୁଡ଼ି ଆସନ୍ତେ, ପରମେଶ୍ୱର ପୁନର୍ବାର ଦର୍ଶନ ଦେଇ ତାଙ୍କୁ ଆଶୀର୍ବାଦ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯାକୁବ ପଦ୍ଦନ୍ ଅରାମଠାରୁ ବାହୁଡ଼ି ଆସନ୍ତେ, ପରମେଶ୍ୱର ପୁନର୍ବାର ଦର୍ଶନ ଦେଇ ତାଙ୍କୁ ଆଶୀର୍ବାଦ କଲେ।