Genesis 36:10 — Compare Translations
5 translations compared side by side
Odia - 1840
"ଏଷୌର ଆଦା ନାମ୍ନୀ ସ୍ତ୍ରୀର ପୁତ୍ର ଇଲୀଫସ୍ ଓ ବାସମତ୍ ନାମ୍ନୀ ସ୍ତ୍ରୀର ପୁତ୍ର ରୁଯଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଷୌର ସନ୍ତାନମାନଙ୍କର ନାମ ଏହି । ଏଷୌର ଆଦା ନାମ୍ନୀ ଭାର୍ଯ୍ୟାର ପୁତ୍ର ଇଲୀଫସ୍ ଓ ବାସମତ୍ ନାମ୍ନୀ ଭାର୍ଯ୍ୟାର ପୁତ୍ର ରୁୟେଲ ।
Odia Bible ERV 2004 (ପବିତ୍ର ବାଇବଲ)
ଏଷୌର ଆଦା ନାମ୍ନୀ ସ୍ତ୍ରୀର ପୁତ୍ର ଇଲୀଫସ୍ ଓ ବାସମତ୍ ନାମ୍ନୀ ସ୍ତ୍ରୀର ପୁତ୍ର ରୂୟେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଷୌର ସନ୍ତାନମାନଙ୍କର ନାମ ଏହି। ଏଷୌର ଆଦା ନାମ୍ନୀ ଭାର୍ଯ୍ୟାର ପୁତ୍ର ଇଲୀଫସ୍ ଓ ବାସମତ୍ ନାମ୍ନୀ ଭାର୍ଯ୍ୟାର ପୁତ୍ର ରୁୟେଲ।
Odia IRV 2017 (ଓଡିଆ ବାଇବେଲ)
ଏଷୌର ସନ୍ତାନମାନଙ୍କର ନାମ ଏହି। ଏଷୌର ଆଦା ନାମ୍ନୀ ଭାର୍ଯ୍ୟାର ପୁତ୍ର ଇଲୀଫସ୍ ଓ ବାସମତ୍ ନାମ୍ନୀ ଭାର୍ଯ୍ୟାର ପୁତ୍ର ରୁୟେଲ।