Genesis 36:11 — Compare Translations
5 translations compared side by side
Odia - 1840
"ଇଲୀଫସର ପାଞ୍ଚ ପୁତ୍ର ଥିଲେ, ତୈମନ୍, ଓମାର, ସଫୋ, ଗଯିତମ୍ ଓ କନସ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇଲୀଫସ୍ର ପୁତ୍ର ତୈମନ୍ ଓ ଓମାର୍ ଓ ସଫୋ ଓ ଗୟିତମ୍ ଓ କନସ୍ ।
Odia Bible ERV 2004 (ପବିତ୍ର ବାଇବଲ)
ଇଲୀଫସର ପାଞ୍ଚ ପୁତ୍ର ଥିଲେ, ତୈମନ୍, ଓମାର୍, ସଫୋ, ଗୟିତମ୍ ଓ କନସ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇଲୀଫସ୍ର ପୁତ୍ର ତୈମନ୍ ଓ ଓମାର୍ ଓ ସଫୋ ଓ ଗୟିତମ୍ ଓ କନସ୍।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇଲୀଫସ୍ର ପୁତ୍ର ତୈମନ୍ ଓ ଓମାର୍ ଓ ସଫୋ ଓ ଗୟିତମ୍ ଓ କନସ୍।