Genesis 36:12 — Compare Translations

5 translations compared side by side

Odia - 1840
"ଏଷୌର ପୁତ୍ର ଇଲୀଫସର ତିମ୍ନା ନାମ୍ନୀ ଏକ ଉପପତ୍ନୀ ଥିଲା। ସେ ଇଲୀଫସର ଅମାଲକେକୁ ଜନ୍ମ କଲା। ଏମାନେ ଏଷୌର ପତ୍ନୀ ଆଦାର ସନ୍ତାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଏଷୌର ପୁତ୍ର ଇଲୀଫସ୍ର ତିମ୍ନା ନାମ୍ନୀ ଏକ ଉପପନିୀ ଥିଲା, ସେ ଇଲୀଫସର ଅମାଲେକକୁ ପ୍ରସବ କଲା; ଏମାନେ ଏଷୌର ପନିୀ ଆଦାର ସନ୍ତାନ ।
Odia Bible ERV 2004 (ପବିତ୍ର ବାଇବଲ)
ଏଷୌର ପୁତ୍ର ଇଲୀଫସର ତିମ୍ନା ନାମ୍ନୀ ଏକ ଉପପତ୍ନୀ ଥିଲା। ସେ ଇଲୀଫସର ଅମାଲେକକୁ ଜନ୍ମ କଲା। ଏମାନେ ଏଷୌର ପତ୍ନୀ ଆଦାର ସନ୍ତାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏଷୌର ପୁତ୍ର ଇଲୀଫସ୍‍ର ତିମ୍ନା ନାମ୍ନୀ ଏକ ଉପପତ୍ନୀ ଥିଲା, ସେ ଇଲୀଫସ୍‍ ଦ୍ଵାରା ଅମାଲେକକୁ ପ୍ରସବ କଲା; ଏମାନେ ଏଷୌର ପତ୍ନୀ ଆଦାର ସନ୍ତାନ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏଷୌର ପୁତ୍ର ଇଲୀଫସ୍‍ର ତିମ୍ନା ନାମ୍ନୀ ଏକ ଉପପତ୍ନୀ ଥିଲା, ସେ ଇଲୀଫସ୍‍ ଦ୍ଵାରା ଅମାଲେକକୁ ପ୍ରସବ କଲା; ଏମାନେ ଏଷୌର ପତ୍ନୀ ଆଦାର ସନ୍ତାନ।