Genesis 36:14 — Compare Translations

5 translations compared side by side

Odia - 1840
"ସିବିଯୋନର ପୌତ୍ରୀ ଅନାର କନ୍ଯା ଯେ ଅହଲୀବାମା, ଏଷୌର ସ୍ତ୍ରୀ ଥିଲା। ତାହାର ସନ୍ତାନ ୟିଯୂଶ୍, ୟାଲମ୍ ଓ କୋରହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସିବୀୟୋନର ପୌତ୍ରୀ ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ତାହାର ସନ୍ତାନ ଯିୟୂଶ୍ ଓ ଯାଲମ୍ ଓ କୋରହ ।
Odia Bible ERV 2004 (ପବିତ୍ର ବାଇବଲ)
ସିବିୟୋନର ପୌତ୍ରୀ ଅନାର କନ୍ୟା ଯେ ଅହଲୀବାମା, ଏଷୌର ସ୍ତ୍ରୀ ଥିଲା। ତାହାର ସନ୍ତାନ ଯିୟୁଶ୍, ଯାଲମ୍ ଓ କୋରହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସିବୀୟୋନ୍‍ର ପୌତ୍ରୀ ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ତାହାର ସନ୍ତାନ ଯିୟୂଶ୍‍ ଓ ଯାଲମ୍‍ ଓ କୋରହ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସିବୀୟୋନ୍‍ର ପୌତ୍ରୀ ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ତାହାର ସନ୍ତାନ ଯିୟୂଶ୍‍ ଓ ଯାଲମ୍‍ ଓ କୋରହ।