Genesis 36:18 — Compare Translations
5 translations compared side by side
Odia - 1840
"ଆଉ ଏଷୌର ସ୍ତ୍ରୀ ଅହଲୀବାମାର ପୁତ୍ରଗଣ ଏହିମାନେ ଥିଲେ, ମୂଖ୍ଯ ୟିଯୂଶ, ମୂଖ୍ଯ ୟାଲମ୍ ଓମୂଖ୍ଯ କୋରହ। ଏମାନେ ସମାନଙ୍କେର ପିତୃ ଥିଲେ ଯେଉଁମାନେ ଏଷୌର ସ୍ତ୍ରୀ, ଅନାର କନ୍ଯା ଅହଲୀବାମାଠାରୁ ଆସିଲେ। ଅନାର ଅହଲୀବାମା ଏଷୌର ସ୍ତ୍ରୀ ଥିଲା, ଏମାନେ ତାହାର ପିତୃଗଣ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଏଷୌର ଭାର୍ଯ୍ୟା ଅହଲୀବାମାର ସନ୍ତାନ ରାଜା ଯିୟୂଶ୍ ଓ ରାଜା ଯାଲମ୍ ଓ ରାଜା କୋରହ; ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ଏମାନେ ତାହାର ସନ୍ତାନ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଏଷୌର ସ୍ତ୍ରୀ ଅହଲୀବାମାର ପୁତ୍ରଗଣ ଏହିମାନେ ଥିଲେ, ମୂଖ୍ୟ ଯିୟୁଶ, ମୂଖ୍ୟ ଯାଲମ୍ ଓ ମୂଖ୍ୟ କୋରହ। ଏମାନେ ସେମାନଙ୍କର ପିତୃବର୍ଗ ଥିଲେ ଯେଉଁମାନେ ଏଷୌର ସ୍ତ୍ରୀ, ଅନାର କନ୍ୟା ଅହଲୀବାମାଠାରୁ ଜାତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏଷୌର ଭାର୍ଯ୍ୟା ଅହଲୀବାମାର ସନ୍ତାନ ରାଜା ଯିୟୂଶ୍ ଓ ରାଜା ଯାଲମ୍ ଓ ରାଜା କୋରହ; ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ଏମାନେ ତାହାର ସନ୍ତାନ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏଷୌର ଭାର୍ଯ୍ୟା ଅହଲୀବାମାର ସନ୍ତାନ ରାଜା ଯିୟୂଶ୍ ଓ ରାଜା ଯାଲମ୍ ଓ ରାଜା କୋରହ; ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ଏମାନେ ତାହାର ସନ୍ତାନ।