Genesis 36:19 — Compare Translations
5 translations compared side by side
Odia - 1840
"ଏମାନେ ଏଷୌର ଅର୍ଥାତ୍ ଇଦୋମର ସନ୍ତାନ ଓ ଏମାନେ ସମାନଙ୍କେର ପରିବାରର ମୂଖ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ଏଷୌର, ଅର୍ଥାତ୍, ଇଦୋମର ସନ୍ତାନ ଓ ଏମାନେ ସେମାନଙ୍କର ରାଜା ।
Odia Bible ERV 2004 (ପବିତ୍ର ବାଇବଲ)
ଏମାନେ ଏଷୌର ଅର୍ଥାତ୍ ଇଦୋମର ସନ୍ତାନ ଓ ସେମାନଙ୍କର ପରିବାରର ମୂଖ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ଏଷୌର, ଅର୍ଥାତ୍, ଇଦୋମର ସନ୍ତାନ ଓ ଏମାନେ ସେମାନଙ୍କର ରାଜା।
Odia IRV 2017 (ଓଡିଆ ବାଇବେଲ)
ଏମାନେ ଏଷୌର, ଅର୍ଥାତ୍, ଇଦୋମର ସନ୍ତାନ ଓ ଏମାନେ ସେମାନଙ୍କର ରାଜା।