Genesis 36:2 — Compare Translations

5 translations compared side by side

Odia - 1840
"ଏଷୌ କିଣାନୀଯମାନଙ୍କର ଦୁଇ କନ୍ଯାକୁ ବିବାହ କରିଥିଲେ। ସମାନେେ ହେଲେ ହିତ୍ତୀଯ ଏଲୋନର କନ୍ଯା ଆଦାକୁ ଓ ଅନାର କନ୍ଯା ହିଦ୍ଦୀଯ ସିବିଯୋର ପୌତ୍ରୀ ଅହଲୀବାମାକୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଷୌ କିଣାନୀୟମାନଙ୍କର ଦୁଇ କନ୍ୟାକୁ, ଅର୍ଥାତ୍, ହିତ୍ତୀୟ ଏଲୋନର କନ୍ୟା ଆଦାକୁ ଓ ଅନାର କନ୍ୟା ହିବ୍ବୀୟ ସିବୀୟୋନର ପୌତ୍ରୀ ଅହଲୀବାମାକୁ,
Odia Bible ERV 2004 (ପବିତ୍ର ବାଇବଲ)
ଏଷୌ କିଣାନୀୟମାନଙ୍କର ଦୁଇ କନ୍ୟାକୁ ବିବାହ କରିଥିଲେ। ସେମାନେ ହେଲେ ହିତ୍ତୀୟ ଏଲୋନର କନ୍ୟା ଆଦାକୁ ଓ ଅନାର କନ୍ୟା ହିଦ୍ଦୀୟ ସିବିୟୋନର ପୌତ୍ରୀ ଅହଲୀବାମାକୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଷୌ କିଣାନୀୟମାନଙ୍କର ଦୁଇ କନ୍ୟାକୁ, ଅର୍ଥାତ୍‍, ହିତ୍ତୀୟ ଏଲୋନ୍‍ର କନ୍ୟା ଆଦାକୁ ଓ ଅନାର କନ୍ୟା ହିବ୍ବୀୟ ସିବୀୟୋନ୍‍ର ପୌତ୍ରୀ ଅହଲୀବାମାକୁ,
Odia IRV 2017 (ଓଡିଆ ବାଇବେଲ)
ଏଷୌ କିଣାନୀୟମାନଙ୍କର ଦୁଇ କନ୍ୟାକୁ, ଅର୍ଥାତ୍‍, ହିତ୍ତୀୟ ଏଲୋନର କନ୍ୟା ଆଦାକୁ ଓ ଅନାର କନ୍ୟା ହିବ୍ବୀୟ ସିବୀୟୋନ୍‍ର ପୌତ୍ରୀ ଅହଲୀବାମାକୁ,