Genesis 36:21 — Compare Translations
5 translations compared side by side
Odia - 1840
"ଦିଶୋନ୍, ଏତ୍ସର, ଦୀଶନ୍, ଏହି ପୁତ୍ରମାନେ ଥିଲେ। ହୋରୀଯ ମୂଖ୍ଯ ବଂଶର ରାଜା ଇଦୋମ ସଯେୀରର ରାଜା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ଦିଶୋନ୍ ଓ ଏତ୍ସର ଓ ଦୀଶନ୍; ସେୟୀରର ଏହି ପୁତ୍ରଗଣ ଇଦୋମ ଦେଶର ହୋରୀୟ ବଂଶଜ ରାଜା ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦିଶୋନ୍, ଏତ୍ସର, ଦୀଶନ୍, ଏହି ପୁତ୍ରମାନେ ଥିଲେ। ହୋରୀୟ ମୂଖ୍ୟ ବଂଶର ରାଜା ଇଦୋମ ସେୟୀରର ମୂଖ୍ୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ଦିଶୋନ୍ ଓ ଏତ୍ସର ଓ ଦୀଶନ୍; ସେୟୀରର ଏହି ପୁତ୍ରଗଣ ଇଦୋମ ଦେଶର ହୋରୀୟ ବଂଶଜ ରାଜା ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଓ ଦିଶୋନ୍ ଓ ଏତ୍ସର ଓ ଦୀଶନ୍; ସେୟୀରର ଏହି ପୁତ୍ରଗଣ ଇଦୋମ ଦେଶର ହୋରୀୟ ବଂଶଜ ରାଜା ଥିଲେ।