Genesis 36:22 — Compare Translations

5 translations compared side by side

Odia - 1840
"ଲୋଟନ୍ ଥିଲେ ହୋରିର ପିତା ଏବଂ ହମେସ ପୁଣି ଲୋଟନର ତିନ୍ମା ନାମ୍ନୀ ଜଣେ ଭଉଣୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋଟନର ପୁତ୍ର ହୋରି ଓ ହେମମ୍, ପୁଣି ଲୋଟନର ତିମ୍ନା ନାମ୍ନୀ ଭଗିନୀ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଲୋଟନ୍ ଥିଲେ ହୋରିର ପିତା ଏବଂ ହେମସ ପୁଣି ଲୋଟନର ତିନ୍ମା ନାମ୍ନୀ ଜଣେ ଭଉଣୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋଟନ୍‍ର ପୁତ୍ର ହୋରି ଓ ହେମମ୍‍, ପୁଣି, ଲୋଟନ୍‍ର ତିମ୍ନା ନାମ୍ନୀ ଭଗିନୀ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଲୋଟନ୍‌ର ପୁତ୍ର ହୋରି ଓ ହେମମ୍‍, ପୁଣି, ଲୋଟନ୍‍ର ତିମ୍ନା ନାମ୍ନୀ ଭଗିନୀ ଥିଲା।