Genesis 36:24 — Compare Translations

5 translations compared side by side

Odia - 1840
"ସିବିଯୋନଙ୍କର ଦୁଇଜଣ ପୁତ୍ର ଥିଲେ, ଅଯା ଓ ଅନା। ଅନା ନିଜର ପିତା ସିବିଯୋନଙ୍କର ଗଧ ଚରାଇବା ସମୟରେ ପ୍ରାନ୍ତର ରେ ଉଷ୍ଣ ଜଳର ଝର ଆବିଷ୍କାର କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସିବୀୟନର ପୁତ୍ର ଅୟା ଓ ଅନା; ଏହି ଅନା ଆପଣା ପିତା ସିବୀୟନର ଗଧ ଚରାଇବା ସମୟରେ ପ୍ରାନ୍ତରରେ ଉଷ୍ଣ ଜଳର ଝର ଆବିଷ୍କାର କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସିବିୟୋନଙ୍କର ଦୁଇଜଣ ପୁତ୍ର ଥିଲେ, ଅୟା ଓ ଅନା। ଅନା ନିଜର ପିତା ସିବିୟୋନଙ୍କର ଗଧ ଚରାଇବା ସମୟରେ ପ୍ରାନ୍ତରରେ ଉଷ୍ଣ ଜଳର ଝର ଆବିଷ୍କାର କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସିବୀୟୋନ୍‍ର ପୁତ୍ର ଅୟା ଓ ଅନା; ଏହି ଅନା ଆପଣା ପିତା ସିବୀୟୋନ୍‍ର ଗଧ ଚରାଇବା ସମୟରେ ପ୍ରାନ୍ତରରେ ଉଷ୍ଣ ଜଳର ଝର ଆବିଷ୍କାର କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସିବୀୟୋନ୍‌ର ପୁତ୍ର ଅୟା ଓ ଅନା; ଏହି ଅନା ଆପଣା ପିତା ସିବୀୟୋନ୍‍ର ଗଧ ଚରାଇବା ସମୟରେ ପ୍ରାନ୍ତରରେ ଉଷ୍ଣ ଜଳର ଝର ଆବିଷ୍କାର କଲା।