Genesis 36:25 — Compare Translations

5 translations compared side by side

Odia - 1840
"ଅନାର ପୁତ୍ର ଦିଶୋନ୍ ଓ ଅହଲୀବାମା ନାମ୍ନୀ ଜଣେ କନ୍ଯା ଥିଲେ."
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଅନାର ପୁତ୍ର ଦିଶୋନ୍ ଓ କନ୍ୟା ଅହଲୀବାମା ।
Odia Bible ERV 2004 (ପବିତ୍ର ବାଇବଲ)
ଅନାର ପୁତ୍ର ଦିଶୋନ୍ ଓ ଅହଲୀବାମା ନାମ୍ନୀ ଜଣେ କନ୍ୟା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଅନାର ପୁତ୍ର ଦିଶୋନ୍‍ ଓ କନ୍ୟା ଅହଲୀବାମା।
Odia IRV 2017 (ଓଡିଆ ବାଇବେଲ)
ସେହି ଅନାର ପୁତ୍ର ଦିଶୋନ୍‍ ଓ କନ୍ୟା ଅହଲୀବାମା।