Genesis 36:29 — Compare Translations
5 translations compared side by side
Odia - 1840
"ହୋରୀଯ ବଂଶର ରାଜାମାନେ ହେଲେ, ରାଜା ଲୋଟନ୍, ରାଜା ଶାେବଲ, ରାଜା ସିବିଯୋନ୍ ଓ ରାଜା ଅନା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହୋରୀୟ ବଂଶଜ ରାଜା ଏହି; ରାଜା ଲୋଟନ୍ ଓ ରାଜା ଶୋବଲ୍ ଓ ରାଜା ସିବୀୟନ୍ ଓ ରାଜା ଅନା
Odia Bible ERV 2004 (ପବିତ୍ର ବାଇବଲ)
ହୋରୀୟ ବଂଶର ରାଜାମାନେ ହେଲେ, ରାଜା ଲୋଟନ୍, ରାଜା ଶୋବଲ, ରାଜା ସିବିୟୋନ୍ ଓ ରାଜା ଅନା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହୋରୀୟ ବଂଶଜ ରାଜା ଏହି; ରାଜା ଲୋଟନ୍ ଓ ରାଜା ଶୋବଲ୍ ଓ ରାଜା ସିବୀୟୋନ୍ ଓ ରାଜା ଅନା
Odia IRV 2017 (ଓଡିଆ ବାଇବେଲ)
ହୋରୀୟ ବଂଶଜ ରାଜା ଏହି; ରାଜା ଲୋଟନ୍ ଓ ରାଜା ଶୋବଲ୍ ଓ ରାଜା ସିବୀୟୋନ୍ ଓ ରାଜା ଅନା